ବଣ୍ଡାଘାଟିରୁ ଦୁବାଇ! | Odisha Reporter
ମାଲକାନଗିରିବାସୀଙ୍କ ପାଇଁ ଖୁସି ଖବର। ଦୁବାଇ ଯିବେ ବଣ୍ଡା ଆଇଟିଆଇ ଛାତ୍ରୀ ବୁଦ୍ରି କିର୍ସାନୀ। ଇପିକଲ୍ ପକ୍ଷରୁ ମେ’ ମାସରେ ଦୁବାଇରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ବଣ୍ଡା ଛାତ୍ରୀ। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏଥିଲାଗି ଓଡ଼ିଶାରୁ ୫ ଜଣ ଛାତ୍ରଛାତ୍ରୀଙ୍କୁ ମନୋନୀତ କରିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
