ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଆସନ୍ତାକାଲିଠାରୁ ଲାଗି ରହିବ ବର୍ଷା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ଲାଗି ରହିବ। ଉତ୍ତର,  ଦକ୍ଷିଣ ଓ ଉପକୂଳ ଓଡିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ଅଗଷ୍ଟ ୨୬ ରୁ ୨୮ ମଧ୍ୟରେ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ୧୦ ଜିଲ୍ଲାରେ ସ୍ୱାଭାବିକ ଠାରୁ କମ୍ […]

rain

rain

Rakesh Mallick
  • Published: Tuesday, 25 August 2015
  • Updated: 25 August 2015, 01:16 PM IST

Sports

Latest News

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ଲାଗି ରହିବ। ଉତ୍ତର,  ଦକ୍ଷିଣ ଓ ଉପକୂଳ ଓଡିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ଅଗଷ୍ଟ ୨୬ ରୁ ୨୮ ମଧ୍ୟରେ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ୧୦ ଜିଲ୍ଲାରେ ସ୍ୱାଭାବିକ ଠାରୁ କମ୍ ବର୍ଷା ରେକର୍ଡ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos