ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଆସନ୍ତାକାଲିଠାରୁ ଲାଗି ରହିବ ବର୍ଷା
ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ଲାଗି ରହିବ। ଉତ୍ତର, ଦକ୍ଷିଣ ଓ ଉପକୂଳ ଓଡିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ଅଗଷ୍ଟ ୨୬ ରୁ ୨୮ ମଧ୍ୟରେ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ୧୦ ଜିଲ୍ଲାରେ ସ୍ୱାଭାବିକ ଠାରୁ କମ୍ […]
ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ଲାଗି ରହିବ। ଉତ୍ତର, ଦକ୍ଷିଣ ଓ ଉପକୂଳ ଓଡିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ଅଗଷ୍ଟ ୨୬ ରୁ ୨୮ ମଧ୍ୟରେ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ୧୦ ଜିଲ୍ଲାରେ ସ୍ୱାଭାବିକ ଠାରୁ କମ୍ ବର୍ଷା ରେକର୍ଡ କରାଯାଇଛି।