ରାଜ୍ୟରେ କୋଭିଡ୍ ପରିସ୍ଥିତି ନିୟନ୍ତ୍ରଣାଧୀନ, ବୁଷ୍ଟର ଡୋଜ୍ ନେବେ ସାମ୍ବାଦିକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କ୍ରମାଗତ କିଛି ଦିନ ଧରି କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ୧୦ହଜାର ଉପରେ ରହିଥିଲେ ମଧ୍ୟ କୋଭିଡ୍ ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଭୟଭୀତ ନହୋଇ କୋଭିଡର ସମସ୍ତ ନିୟମକୁ ପାଳନ କରିବା ପାଇଁ ସାଧାରଣ ଲୋକଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ବୁଷ୍ଟର ଡୋଜ୍ ଦେବା ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି କୋଭିଡ୍ ପରିସ୍ଥିତିର ସମୀକ୍ଷା କରି କହିଛନ୍ତି […]

booster

booster

Ordigital Desk
  • Published: Tuesday, 18 January 2022
  • Updated: 18 January 2022, 09:15 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କ୍ରମାଗତ କିଛି ଦିନ ଧରି କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ୧୦ହଜାର ଉପରେ ରହିଥିଲେ ମଧ୍ୟ କୋଭିଡ୍ ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଭୟଭୀତ ନହୋଇ କୋଭିଡର ସମସ୍ତ ନିୟମକୁ ପାଳନ କରିବା ପାଇଁ ସାଧାରଣ ଲୋକଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ବୁଷ୍ଟର ଡୋଜ୍ ଦେବା ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି କୋଭିଡ୍ ପରିସ୍ଥିତିର ସମୀକ୍ଷା କରି କହିଛନ୍ତି ଯେ, ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କୋଭିଡ୍ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛନ୍‌ତି। ସାଧାରଣ ଲୋକଙ୍କ ସହଯୋଗ ମିଳିଲେ, ଜୀବନ ଜୀବିକାକୁ ପ୍ରଭାବିତ ନକରି ପରିସ୍ଥିତିକୁ ମୁକାବିଲା କରାଯାଇ ପାରିବ । ତୃତୀୟ ଲହରୀରେ ବର୍ତ୍ତମାନ ପର୍ଯ୍ୟନ୍ତ କୋଭିଡ୍ ପରିଚାଳନା ଠିକ୍ ରହିଛି । ଗତ କିଛି ଦିନ ମଧ୍ୟରେ ଦୈନିକ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ସ୍ଥିର ରହିଛି । ଦେଶର ବଡ଼ ବଡ଼ ସହରରେ ସକ୍ରିୟ ମାମଲା ସଂଖ୍ୟା ହ୍ରାସ ପାଇବା ଆରମ୍ଭ ହୋଇଛି । ରୋଗୀଙ୍କ ଲକ୍ଷଣ ସାମାନ୍ୟ ରହୁଛି ଓ ଖୁବ କମ୍ ରୋଗୀଙ୍କୁ ହସ୍ପିଟାଲ ଯିବାକୁ ପଡ଼ୁଛି । ତଥାପି ସମସ୍ତଙ୍କୁ ସମ୍ପୂର୍ଣ୍ଣ ସତର୍କ ଓ ପ୍ରସ୍ତୁତ ରହିବାକୁ ପଡ଼ିବ । କୋଭିଡ୍ ରୋଗୀଙ୍କ ସଂଖ୍ୟା ଅଧିକ ରହୁଥିବା ଦୃଷ୍ଟିରୁ ଲୋକ ଯେଭଳି ଭୟଭୀତ ନହେବେ ସେଥିପାଇଁ ମୁଖ୍ୟ ସଚିବ ତାଙ୍କର ପ୍ରେସ୍ ସୂଚନା ମାଧ୍ୟମରେ ପରାମର୍ଶ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ରାଜ୍ୟରେ କୋଭିଡ୍ ଟୀକାକରଣ କାର୍ଯ୍ୟକ୍ରମକୁ ଜୋରଦାର କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହ ମେଡିକାଲ ଷ୍ଟାଫ, ପୁଲିସ, ପ୍ରଶାସନିକ ଅଧିକାରୀ ଓ ରୋଗର ଅଧିକ ଆଶଙ୍କା ଥିବା ନାଗରିକଙ୍କୁ ବୁଷ୍ଟର ଡୋଜ୍ ପ୍ରଦାନ ତ୍ୱରାନ୍ୱିତ କରିବା ପାଇଁ କହିଥିଲେ । ଗଣମାଧ୍ୟମର ପ୍ରତିନିଧିମାନେ ମଧ୍ୟ ଆଗଧାଡ଼ିର କର୍ମୀ ଭାବେ ପରିଗଣିତ ହେଉଥିବାରୁ ସେମାନଙ୍କୁ ବୁଷ୍ଟର ଡୋଜ୍ ପ୍ରଦାନରେ ପ୍ରାଥମିକତା ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଘରେ ରହୁଥିବା କୋଭିଡ୍ ରୋଗୀଙ୍କର ନିୟମିତ ତଦାରଖ କରିବା ଉପରେ ଗୁରୁତ୍ୱ ଦେବା ସହ ମାଇକ୍ରୋ କଣ୍ଟେନମେଣ୍ଟ ରଣନୀତି ଓ ସଚେତନତା ସହ ନିୟମର ଦୃଢ଼ ଅନୁପାଳନ ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟରେ ସବୁ କୋଭିଡ୍ ହସ୍ପିଟାଲକୁ କାର୍ଯ୍ୟକ୍ଷମ କରିବା ସହ ଔଷଧପତ୍ର ଓ ଅନ୍ୟାନ୍ୟ ଜରୁରୀ ସାମଗ୍ରୀର ବ୍ୟବସ୍ଥା ହୋଇଛି । ଲୋକଙ୍କ ଜୀବିକା ଯେପରି ପ୍ରଭାବିତ ନହୁଏ ତାକୁ ଦୃଷ୍ଟିରେ ରଖି ସମସ୍ତ ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟ ସଚିବ ଶ୍ରୀ ମହାପାତ୍ର କହିଛନ୍ତି ।

ସେହିପରି ସ୍ୱାସ୍ଥ୍ୟ ସଚିବ ଆରକେ ଶର୍ମା କହିଥିଲେ ଯେ, ରାଜ୍ୟରେ ଏବେ ଦୈନିକ ୧୦ରୁ ୧୧ହଜାର ନୂଆ କୋଭିଡ୍ ସଂକ୍ରମିତ ରୋଗୀ ଚିହ୍ନଟ ହେଉଥିଲେ ମଧ୍ୟ ହସ୍ପିଟାଲରେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ବହୁତ କମ୍ ରହିଛି । ରାଜ୍ୟରେ ଏବେ କୋଭିଡ୍ ରୋଗୀଙ୍କ ପାଇଁ ୧୧,୨୯୧ଟି ବେଡ୍ ଥିବାବେଳେ ଏଥିରୁ ମାତ୍ର ୧୧ ପ୍ରତିଶତ ବେଡରେ ରୋଗୀଙ୍କ ଚିକିତ୍ସା ଚାଲିଛି । ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଔଷଧ, ଅକ୍ସିଜେନ ଓ ଅନ୍ୟାନ୍ୟ ଆବଶ୍ୟକୀୟ ସାମଗ୍ରୀ ମହଜୁଦ ରହିଛି । ରାଜ୍ୟରେ ୯୨.୭ ପ୍ରତିଶତ ପ୍ରଥମ ଡୋଜ୍ ଓ ୭୦.୭ ପ୍ରତିଶତ ଦ୍ୱିତୀୟ ଡୋଜ୍ ନେଇସାରିଛନ୍ତି । ୧୫ରୁ ୧୮ବୟସ୍କ କିଶୋରମାନଙ୍କ କ୍ଷେତ୍ରରେ ୪୫.୮ ପ୍ରତିଶତ ଟିକାକରଣ ହୋଇଛି ଓ ୧୪ ପ୍ରତିଶତ ବୁଷ୍ଟର ଡୋଜ୍ ଟିକାକରଣ ହୋଇଛି ବୋଲି ସେ କହିଥିଲେ ।

ଏହି ସମୀକ୍ଷା ବୈଠକରେ ବିଭିନ୍ନ ବିଭାଗର ସଚିବ, ପୁଲିସ ଡିଜିଙ୍କ ସମେତ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ, ମ୍ୟୁନିସପାଲଟି କମିଶନର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story