ବୌଦ୍ଧ: ରାଜ୍ୟରେ ଦେଖାଦେଇଥିବା ସମ୍ଭାବ୍ୟ ମରୁଡି ସ୍ଥିତି ପରଖିବା ଲାଗି ବିଜେପିର ଏକ ଟିମ୍ ମରୁଡି ପ୍ରଭାବିତ ବୌଦ୍ଧ ଅଞ୍ଚଳ ପରିଦର୍ଶନ କରିଛି। ଜିଲ୍ଲାର କିଛି ବ୍ଲକରେ ମରୁଡି ପରିସ୍ଥିତି ଦେଖାଦେଇଥିବା ଏହି ଟିମ୍ ପକ୍ଷରୁ କୁହାଯାଇଛି। ବିଶେଷ କରି ବୌଦ୍ଧ କଣ୍ଟାମାଳ ଓ ହରଭଙ୍ଗା ବ୍ଲକ ଅଧିକ ପ୍ରଭାବିତ ହୋଇଥିବା ଟିମ୍ ଅନୁଧ୍ୟାନ କରିଛି। ବୌଦ୍ଧରେ ୨୬ପ୍ରତିଶତ କମ୍ ବର୍ଷା ହୋଇଥିବା ଜଣାପଡିଛି।
ଏହି ଟିମ୍ ମରୁଡି ପରିସ୍ଥିତିର ସମୀକ୍ଷା ସହ କ୍ଷତିର ଆକଳନ ମଧ୍ୟ କରିବ। ଏନେଇ ଏକ ରିପୋର୍ଟ ପ୍ରସ୍ତୁତ କରି ରାଜ୍ୟ ସରକାରଙ୍କ ସହ ଆଲୋଚନା କରାଯିବ ବୋଲି ଅନୁଧ୍ୟାନକାରୀ ଦଳ ପକ୍ଷରୁ କୁହାଯାଇଛି। ଏହି ଟିମରେ ବିଜେପି ବିଧାୟକ ଦଳ ନେତା ବସନ୍ତ ପଣ୍ଡା ଏବଂ ବିଜେପି ରାଜ୍ୟ ଉପସଭାପତି ପୃଥ୍ୱୀରାଜ ହରିଚନ୍ଦନ ପ୍ରମୁଖ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।