ହୋଟେଲ ରୁମ୍‌ରେ ଝୁଲୁଥିଲା ଯୁବକ ଓ ଯୁବତୀଙ୍କ ମୃତଦେହ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରର ଏକ ହୋଟେଲରୁ ଜଣେ ଯୁବକ ଓ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଏକ ରୁମ୍‌ରେ ଫ୍ୟାନ୍‌ରେ ଝୁଲନ୍ତା ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରାଯାଇଛି। ସେମାନେ ହେଲା ଶୁଭଙ୍କର ମାଝୀ ଓ ଯୁବତୀଙ୍କ ନାଁ ଟୁମ୍ପାରାଣୀ ପଖିରା। ଉଭୟଙ୍କ ଘର ପଶ୍ଚିମବଙ୍ଗ ହାଓଡ଼ା ଅଞ୍ଚଳରେ ବୋଲି ଜଣାପଡ଼ିଛି। ଗତ ୨୨ ତାରିଖରୁ ସେମାନେ ହୋଟେଲର ରହି ଆସୁଥିଲେ। କମିଶନରେଟ୍‌ ପୋଲିସ୍‌ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ହେଲେ […]

boy and girl suicid in bbsr

Rakesh Mallick
  • Published: Thursday, 24 May 2018
  • , Updated: 24 May 2018, 08:21 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରର ଏକ ହୋଟେଲରୁ ଜଣେ ଯୁବକ ଓ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଏକ ରୁମ୍‌ରେ ଫ୍ୟାନ୍‌ରେ ଝୁଲନ୍ତା ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରାଯାଇଛି। ସେମାନେ ହେଲା ଶୁଭଙ୍କର ମାଝୀ ଓ ଯୁବତୀଙ୍କ ନାଁ ଟୁମ୍ପାରାଣୀ ପଖିରା। ଉଭୟଙ୍କ ଘର ପଶ୍ଚିମବଙ୍ଗ ହାଓଡ଼ା ଅଞ୍ଚଳରେ ବୋଲି ଜଣାପଡ଼ିଛି। ଗତ ୨୨ ତାରିଖରୁ ସେମାନେ ହୋଟେଲର ରହି ଆସୁଥିଲେ। କମିଶନରେଟ୍‌ ପୋଲିସ୍‌ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ହେଲେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିନାହିଁ।

Related story