‘ଫୋନି’ ପାଇଁ ବିପିୟୁଟି ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ‘ଫୋନି’ ପାଇଁ ବିପିୟୁଟି ଅଧୀନରେ ଥିବା ୧୬୪ କଲେଜର ପରୀକ୍ଷା ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଚଳିତ ମାସ ୨, ୩ ଓ ୪ ତାରିଖରେ ହେବାକୁ ଥିବା ପରୀକ୍ଷାଗୁଡ଼ିକୁ ଘୁଞ୍ଚାଇ ଦିଆଯାଇଛି। ଉକ୍ତ ପରୀକ୍ଷାଗୁଡ଼ିକ ଯଥାକ୍ରମେ ମେ’ ୨୫, ୨୭ ଓ ୨୮ରେ ଅନୁଷ୍ଠିତ ହେବ ବୋଲି ବିପିୟୁଟି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ‘ଫୋନି’ ପାଇଁ ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଅନ୍ୟାଦେଶ […]

exam1

exam1

Jitendra Garnayak
  • Published: Wednesday, 01 May 2019
  • Updated: 01 May 2019, 03:54 PM IST

Sports

Latest News

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ‘ଫୋନି’ ପାଇଁ ବିପିୟୁଟି ଅଧୀନରେ ଥିବା ୧୬୪ କଲେଜର ପରୀକ୍ଷା ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଚଳିତ ମାସ ୨, ୩ ଓ ୪ ତାରିଖରେ ହେବାକୁ ଥିବା ପରୀକ୍ଷାଗୁଡ଼ିକୁ ଘୁଞ୍ଚାଇ ଦିଆଯାଇଛି। ଉକ୍ତ ପରୀକ୍ଷାଗୁଡ଼ିକ ଯଥାକ୍ରମେ ମେ’ ୨୫, ୨୭ ଓ ୨୮ରେ ଅନୁଷ୍ଠିତ ହେବ ବୋଲି ବିପିୟୁଟି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ‘ଫୋନି’ ପାଇଁ ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଅନ୍ୟାଦେଶ ପର୍ଯ୍ୟନ୍ତ ଶିକ୍ଷାନୁଷ୍ଠାନ ଗୁଡ଼ିକ ବନ୍ଦ ରହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos