ବ୍ରହ୍ମପୁର ୪ ଦିନ ପାଇଁ ଶଟ୍‌ଡାଉନ୍

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ବ୍ରହ୍ମପୁର ସହରକୁ ୪ ଦିନ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଆସନ୍ତା ୨୭, ୨୮, ୨୯ ଓ ୩୦ ତାରିଖ ପୂରା ସହର ଶଟ୍‌ଡାଉନ୍‌ ରହିବ। ବୁଧବାର ଦିନ ବ୍ରହ୍ମପୁର ଟାଉନ୍‌ ଖୋଲିବ। କରୋନା ସଂକ୍ରମଣ ବଢୁଥିବାରୁ ଜିଲ୍ଲାପାଳ ବିଜୟ ଅମୃତ କଲାଙ୍ଗେ ଏପରି ପଦକ୍ଷେପ ନେଇଛନ୍ତି। ଶଟ୍‌ଡାଉନ୍‌ ସମୟରେ ବ୍ରହ୍ମପୁର ସହରରେ ଲୋକଙ୍କ ସ୍ୱାସ୍ଥ୍ୟ ଯାଞ୍ଚ ହେବ। କଣ୍ଟାକ୍ଟ ଟ୍ରେସିଂ, ଆଇସୋଲେସନ, ହୋମ୍‌ କ୍ୱାରେଣ୍ଟାଇନ୍‌ ବ୍ୟବସ୍ଥାର ଯାଞ୍ଚ ହେବ। ଏଥିପାଇଁ ୭୦ଟି ହେଲ୍‌ଥ ଟିମ୍ […]

lockdown

lockdown

Manoranjan Sial
  • Published: Thursday, 25 June 2020
  • Updated: 25 June 2020, 10:09 PM IST

Sports

Latest News

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ବ୍ରହ୍ମପୁର ସହରକୁ ୪ ଦିନ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଆସନ୍ତା ୨୭, ୨୮, ୨୯ ଓ ୩୦ ତାରିଖ ପୂରା ସହର ଶଟ୍‌ଡାଉନ୍‌ ରହିବ। ବୁଧବାର ଦିନ ବ୍ରହ୍ମପୁର ଟାଉନ୍‌ ଖୋଲିବ। କରୋନା ସଂକ୍ରମଣ ବଢୁଥିବାରୁ ଜିଲ୍ଲାପାଳ ବିଜୟ ଅମୃତ କଲାଙ୍ଗେ ଏପରି ପଦକ୍ଷେପ ନେଇଛନ୍ତି।

ଶଟ୍‌ଡାଉନ୍‌ ସମୟରେ ବ୍ରହ୍ମପୁର ସହରରେ ଲୋକଙ୍କ ସ୍ୱାସ୍ଥ୍ୟ ଯାଞ୍ଚ ହେବ। କଣ୍ଟାକ୍ଟ ଟ୍ରେସିଂ, ଆଇସୋଲେସନ, ହୋମ୍‌ କ୍ୱାରେଣ୍ଟାଇନ୍‌ ବ୍ୟବସ୍ଥାର ଯାଞ୍ଚ ହେବ। ଏଥିପାଇଁ ୭୦ଟି ହେଲ୍‌ଥ ଟିମ୍ ଗଠନ ହୋଇଛି। ଏହି ଟିମ୍‌ ଘରକୁ ଘର ବୁଲି ଲୋକଙ୍କ ସ୍ୱାସ୍ଥ୍ୟ ଯାଞ୍ଚ କରିବ। ଶଟ୍‌ଡାଉନ୍‌ ବେଳେ କେବଳ ସ୍ୱାସ୍ଥ୍ୟସେବା ଓ ଦୁଗ୍ଧ ବଣ୍ଟନ ଜାରି ରହିବ। ବ୍ରହ୍ମପୁର ସହରର ବାକି ସବୁ ଦୋକାନ ବଜାର ବନ୍ଦ ରହିବ ବୋଲି ଜିଲ୍ଲାପାଳ କହିଛନ୍ତି।

ଗତ ସପ୍ତାହେ ହେଲା ବ୍ରହ୍ମପୁର ଟାଉନ୍‌ରେ କ୍ରମାଗତ ଭାବେ ‘କରୋନା’ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ପ୍ରତିଦିନ ରୋଗୀ ଚିହ୍ନଟ ହେଉଛନ୍ତି। ସହରବାସୀ ନିୟମ ମାନୁ ନାହାନ୍ତି। ଯାହା ଜିଲ୍ଲା ପ୍ରଶାସନର ଚିନ୍ତା ବଢ଼ାଇ ଦେଇଛି। ଯେଉଁଥିପାଇଁ ଆଜି ଜିଲ୍ଲା ପ୍ରଶାସନ ଏପରି ନିଷ୍ପତ୍ତି ନେବାକୁ ବାଧ୍ୟ ହୋଇଛି।

ତେବେ ଗଞ୍ଜାମ ଜିଲ୍ଲାକୁ ଦେଖିଲେ ଆଜି ସୁଦ୍ଧା ୧୦୮୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭୬୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ୩୧୨ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story