ବ୍ରହ୍ମପୁର: ବ୍ରହ୍ମପୁରର ତିନୋଟି ନର୍ସିଂହୋମ୍ ଉପରେ ବୁଧବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଚଢଉ କରାଯାଇଛି। ଉପ-ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣଙ୍କ ନେତୃତ୍ୱରେ କରାଯାଇଥିବା ଏହି ଚଢଉରେ ସିଡିଏମଓ ମୃତ୍ୟୁଞ୍ଜୟ ମିଶ୍ର ଏବଂ କୃଷି ଉପନିର୍ଦ୍ଦଶକ ସୁଦର୍ଶନ ମହାନ୍ତି ସାମିଲ୍ ଥିଲେ। ବିଶେଷ କରି ନର୍ସିଂ ହୋମ୍ ଗୁଡ଼ିକ ଆଇନ ଅନୁଯାୟୀ ପରିଚାଳିତ ହେଉଛି କି ନାହିଁ ଏବଂ ବିଜୁ କୃଷି କଲ୍ୟାଣ ଯୋଜନାର ପ୍ରଦତ୍ତ କାର୍ଡ ଠିକ୍ ରୂପେ ବ୍ୟବହାର ହେଉଛି କି ନାହିଁ ସେ ସଂପର୍କରେ ଏହି ଟିମ୍ ଅନୁସନ୍ଧାନ କରିଥିଲେ। ଅନିୟମିତତା ହୋଇଥିବା ଦର୍ଶାଇ ଗୁରୁଦେବ ଓ ନ୍ୟୁ କେର୍ ହୋମ୍ ରେଗୀ ମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତରିତ ପାଇଁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଉପ-ଜିଲ୍ଲାପାଳ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।