ବାଲେଶ୍ୱର (ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଚାନ୍ଦିପୁର ଆଇଟିଆରରୁ ଆଜି ସକାଳେ ‘ବ୍ରହ୍ମୋସ୍’ର ସଫଳ ପରୀକ୍ଷଣ ହୋଇଛି। ସକାଳ ୮ଟା ୪୫ରେ ୩ ନମ୍ବର ଲଞ୍ଚ ପ୍ୟାଡ୍ରୁ ଏହି ସୁପର୍ସୋନିକ୍ କ୍ରୁଜ୍ ମିସାଇଲ୍ର ପରୀକ୍ଷଣ ହୋଇଥିଲା । ଏଥିରେ ଲାଇଫ୍ ଏକ୍ସଟେନ୍ସନ୍ ଟେକ୍ନୋଲଜି ବ୍ୟବହାର କରାଯାଇଛି । ଏହାର ଲକ୍ଷ୍ୟଭେଦ କ୍ଷମତା ୨୯୦ କିଲୋମିଟରରୁ ୪ଶହ କିଲୋମିଟରକୁ ବୃଦ୍ଧି ପାଇଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଭାରତ ଓ ଋଷର ମିଳିତ ସହଯୋଗରେ ନିର୍ମିତ କ୍ଷେପଣାସ୍ତ୍ର ‘ବ୍ରହ୍ମୋସ୍କୁ କ୍ଷେପଣାସ୍ତ୍ର ବିଧ୍ୱଂସକାରୀ ଭାବେ ବ୍ୟବହାର କରାଯାଇଥାଏ । ୮.୪ ମିଟର ଲମ୍ବ, ୦.୬ ମିଟର ଓସାର ବିଶିଷ୍ଟ ଏହି କ୍ଷେପଣାସ୍ତ୍ରର ୨.୫ ଟନ୍ ପର୍ଯ୍ୟନ୍ତ ଆଣବିକ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୧୫ ସୁଦ୍ଧା ସରିବ ରାସନକାର୍ଡ ଇ-କେୱାଇସି ଯାଂଚ: ରାଜ୍ୟ ବାହାରକୁ ଯାଉଛନ୍ତି ସରକାରୀ କର୍ମଚାରୀ
ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ରାସନକାର୍ଡ ଇ-କେୱାଇସି ଯାଂଚ ପ୍ରକ୍ରିୟା ୮୫ ପ୍ରତିଶତ ଶେଷ ହୋଇସାରିଲାଣି । ଏପର୍ଯ୍ୟନ୍ତ ଆଉ ପ୍ରାୟ ୫୦ଲକ୍ଷ ବ୍ୟକ୍ତିଙ୍କ ଇ-କେୱାଇସି ଯାଂଚ ବାକି ରହିଛି ।
Health
ଆୟୁଷ୍ମାନ ଭାରତରେ କାହାକୁ କେତେ ଟଙ୍କାର ବୀମା ମିଳିବ?
ଗୋପବନ୍ଧୁ ଜନ ଆରୋଗ୍ୟ ଓ ଆୟୁଷ୍ମାନ ଭାରତ ମିଶ୍ରଣରେ ଏହି ସୁବିଧା ମିଳିବ। ୩୦ ହଜାର ହସ୍ପିଟାଲରେ ଏହି ସୁବିଧା ଉପଲବ୍ଧ ହେବ
Miscellaneous
‘ଯମୁନା’ ରହୁଥିବା ଏନ୍କ୍ଲୋଜରରେ ଗାଧୋଇଲା ‘ଜିନ୍ନତ’
ଏନ୍କ୍ଲୋଜର ଭିତରକୁ ଗଲା ପରେ ‘ଜିନ୍ନତ’ ପ୍ରଥମେ ଦୌଡ଼ାଦୌଡ଼ି କରିଥିଲା। ତା’ପରେ ଏନ୍କ୍ଲୋଜର ଭିତରେ ଥିବା ପାଣି କୁଣ୍ଡରେ ଗାଧୋଇଥିଲା। ଦୀର୍ଘ ସମୟ ଧରି ସେ ପାଣି କୁଣ୍ଡରେ ପହଁରିଥିବା ଦେଖିବାକୁ ମିଳିଥିଲା।
Politics
ତଥାଗତଙ୍କ ଲେଖାକୁ ନେଇ ଚର୍ଚ୍ଚା; ନବୀନଙ୍କୁ ଘାଇଲା କଲେ
ସେ ଆହୁରି ଲେଖିଛନ୍ତି, ସାଧାରଣତଃ ପ୍ରଶାସନିକ ବ୍ୟବସ୍ଥାରେ ଜଣେ ଆଇଏଏସ୍ ଅଧିକାରୀ ସରକାରୀ ଚାକିରିରୁ ଅବସର ନେବା ପରେ ନିଜ ଜନ୍ମସ୍ଥାନକୁ ଫେରିବାର ଲକ୍ଷ୍ୟ କରାଯାଏ। କିନ୍ତୁ ପାଣ୍ଡିଆନ୍ଙ୍କୁ ଦଳର ମଙ୍ଗ ଧରାଇ ନବୀନ ନିଜେ ଓଡ଼ିଆ ଲୋକଙ୍କୁ ତାଚ୍ଛଲ୍ୟ କରିଥିଲେ।
Miscellaneous
ନୂଆ ବର୍ଷରେ ୩ ଆଇପିଏସ୍ଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି
ଦୁଇ ଦିନ ତଳେ ୮ ଜଣ ଆଇପିଏସ୍ ଅଫିସରଙ୍କୁ ମିଳିଥିଲା ପଦୋନ୍ନତି।