Advertisment

ବ୍ରହ୍ମପୁରରେ ଜାତୀୟ ସାମାଜିକ ସୁରକ୍ଷା ଯୋଜନାର ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ ମହେଶ ଶର୍ମା

ବ୍ରହ୍ମପୁର: ଦେଶର ଅନ୍ୟାନ୍ୟ ସ୍ଥାନ ଭଳି ଓଡ଼ିଶାର ବ୍ରହ୍ମପୁରରେ ମଧ୍ୟ ଆଜି ତିନିଟି ଜାତୀୟ ସାମାଜିକ ସୁରକ୍ଷା ଯୋଜନାର ଶୁଭାରମ୍ଭ ହୋଇଛି। ଏଠାରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଡ. ମହେଶ ଶର୍ମା ଏହି ଯୋଜନାଗୁଡ଼ିକର ଶୁଭାରମ୍ଭ କରିଛନ୍ତି। ଶୁଭାରମ୍ଭ ହୋଇଥିବା ଏହି ତିନିଟି ଯୋଜନା ହେଲା- ଅଟଳ ପେନସନ୍ ଯୋଜନା, ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା ଏବଂ ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ […]

ବ୍ରହ୍ମପୁରରେ ଜାତୀୟ ସାମାଜିକ ସୁରକ୍ଷା ଯୋଜନାର ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ ମହେଶ ଶର୍ମା

ganjam

Advertisment

ବ୍ରହ୍ମପୁର: ଦେଶର ଅନ୍ୟାନ୍ୟ ସ୍ଥାନ ଭଳି ଓଡ଼ିଶାର ବ୍ରହ୍ମପୁରରେ ମଧ୍ୟ ଆଜି ତିନିଟି ଜାତୀୟ ସାମାଜିକ ସୁରକ୍ଷା ଯୋଜନାର ଶୁଭାରମ୍ଭ ହୋଇଛି। ଏଠାରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଡ. ମହେଶ ଶର୍ମା ଏହି ଯୋଜନାଗୁଡ଼ିକର ଶୁଭାରମ୍ଭ କରିଛନ୍ତି। ଶୁଭାରମ୍ଭ ହୋଇଥିବା ଏହି ତିନିଟି ଯୋଜନା ହେଲା- ଅଟଳ ପେନସନ୍ ଯୋଜନା, ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା ଏବଂ ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସ୍ଥାନୀୟ ବିଧାୟକ ଡାକ୍ତର ରମେଶଚନ୍ଦ୍ର ଚ୍ୟାଉପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe