ଓଡ଼ିଶାରେ ପ୍ରସ୍ତୁତ ହେଲା ବ୍ରେନ୍ ମ୍ୟାଲେରିଆ ଔଷଧ। ଭୁବନେଶ୍ଵରସ୍ଥିତ ଜୀବ ବିଜ୍ଞାନ ପ୍ରତିଷ୍ଠାନ(ILS)ର ବଡ଼ ସଫଳତା। ବ୍ରେନ୍ ମ୍ୟାଲେରିଆ ରୋଗ ନିରାକରଣ ଲାଗି ଉଦ୍ଭାବନ କରିଛି ଔଷଧ। ତେଣୁ ଖୁବ୍ଶୀଘ୍ର ଏହି ଔଷଧ ବଜାରକୁ ଆସିପାରେ ବୋଲି ସମ୍ଭାବନା ସୃଷ୍ଟି ହୋଇଛି। ILS ର ବୈଜ୍ଞାନିକ ଡକ୍ଟର ଅରୁଣ ନାଗରାଜ ଓ ତାଙ୍କ ଟିମ ଦ୍ଵାରା ପ୍ରସ୍ତୁତ ହୋଇଛି ଏହି ଔଷଧ। ପ୍ରାରମ୍ଭିକ ଭାବେ ମୂଷା ଦେହରେ ଏହି ଔଷଧର ପ୍ରୟୋଗ ସଫଳ ହୋଇଛି। ଖୁବଶୀଘ୍ର ମାନବ ଶରୀରରେ ଏହାର ପରୀକ୍ଷଣ ଲାଗି କ୍ଲିନିକାଲ ଟ୍ରାଏଲ ଆରମ୍ଭ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।