ବ୍ରହ୍ମପୁର: ଚଳନ୍ତା ବସ୍‌ରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ୩୦ ଯାତ୍ରୀ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଭଞ୍ଜନଗରରେ ଚଳନ୍ତା ବସ୍‌ରେ ଅଗ୍ନିକାଣ୍ଡ ଘଟିଛି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡ ପରେ ବସ୍‌ରେ ଥିବା ପ୍ରାୟ ୩୦ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବସ୍‌ଟି ପଟାଧାରରୁ ଭୁବନେଶ୍ୱର ଯାଉଥିବା ବେଳେ ଜଗନ୍ନାଥପ୍ରସାଦ ବ୍ଲକ ଛାମୁଣ୍ଡାରେ ଏହି ଅଘଟଣ ଘଟିଥିଲା।

bramhapur-agnikanda

Rakesh Mallick
  • Published: Friday, 01 April 2016
  • , Updated: 01 April 2016, 03:35 AM IST

Related story