Advertisment

ଭୋଟ ବେଳେ ଲାଞ୍ଚ ?

ଭୋଟ ବେଳେ ସରକାର ବିଭିନ୍ନ ଜାତିକୁ ଦେଉଛନ୍ତି କି ଲାଞ୍ଚ? ଭୋଟ ହେବାର ସପ୍ତାହେ ପୂର୍ବରୁ ସରକାରୀ ଉପହାର ନେଇ ଉଠିଲା ପ୍ରଶ୍ନ। ଝାରସୁଗୁଡ଼ା ଉପନିର୍ବାଚନର ୭ ଦିନ ପୂର୍ବରୁ ଅଗ୍ରିଆ ସମାଜ ପାଇଁ ଘର ଓ ଟଙ୍କା।

Advertisment

ଭୋଟ ବେଳେ ସରକାର ବିଭିନ୍ନ ଜାତିକୁ ଦେଉଛନ୍ତି କି ଲାଞ୍ଚ? ଭୋଟ ହେବାର ସପ୍ତାହେ ପୂର୍ବରୁ ସରକାରୀ ଉପହାର ନେଇ ଉଠିଲା ପ୍ରଶ୍ନ। ଝାରସୁଗୁଡ଼ା ଉପନିର୍ବାଚନର ୭ ଦିନ ପୂର୍ବରୁ ଅଗ୍ରିଆ ସମାଜ ପାଇଁ ଘର ଓ ଟଙ୍କା। ପଦମପୁର ଉପନିର୍ବାଚନର ୫ ଦିନ ପୂର୍ବରୁ କୁଲତା ସମାଜ ପାଇଁ ଘର ଓ ଟଙ୍କା। ଉପନିର୍ବାଚନ ବେଳେ ସଂପୂର୍ଣ୍ଣ ଜିଲ୍ଲାରେ ଲାଗୁ ହୁଏ ଆଦର୍ଶ ଆଚରଣବିଧି।

Advertisment
Odisha Politics
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe