ଏ ଚିତ୍ର ବିଏମସିର ବିକାଶ କାର୍ଯ୍ୟର । ଆସିଲେ ମନ ଇଛା ପାଚେରୀ ଭାଙ୍ଗିଲେ । ନା କାହାର ଅନୁମତି ନେଲେ, ନା ଅଟକାଇବାରୁ କଥା ଶୁଣିଲେ । ମୁକ୍ତେଶ୍ବର-ସିଦ୍ଧେଶ୍ବର ମନ୍ଦିରକୁ ଆବଦ୍ଧ କରି ରହିଥିବା ଏଏସଆଇର ଏହି ପାଚେରୀକୁ ବିଏମସିର ଠିକାଦାର ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି । ଘଟଣାକୁ ବୁଝିବା ପୂର୍ବରୁ ଏଏସଆଇ କର୍ତ୍ତୃପକ୍ଷଙ୍କ ଏହି ଫୋନ୍ ଶୁଣି ନିଅନ୍ତୁ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଜାନୁଆରୀରେ ଦୁଇ ଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
ଜାନୁଆରୀ ୨୭ ଓ ୨୮ତାରିଖ ‘ଉତ୍କର୍ଷ ଓଡ଼ିଶା’ କନ୍କ୍ଲେଭ ଭୁବନେଶ୍ୱରରେ ଆୟୋଜିତ ହେବ। ସେଥିରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବ।
Weather
କମିବ ଶୀତ, ବଢ଼ିବ ତାପମାତ୍ରା; ହୋଇପାରେ ବର୍ଷା
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆଗାମୀ ୪୮ ଘଣ୍ଟା ଭିତରେ କୋରାପୁଟ ଓ କନ୍ଧମାଳରେ ଘନ କୁଡୁଡି ହେବାର ସମ୍ଭାବନା ରହିଛି।
Politics
ବିଜେଡିରୁ ଚାଲିଛି ଇସ୍ତଫାର ସୁଅ, ବିଜେପିରେ ମିଶିଲେ ଜୟପୁର ବ୍ଲକ ଅଧ୍ୟକ୍ଷା
ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆଜି ଆୟୋଜିତ ଏକ ମିଶ୍ରଣ ପର୍ବରେ କୋରାପୁଟ, କଟକ ଓ ଯାଜପୁର ଜିଲ୍ଲାର ତୃଣମୂଳସ୍ତର ନେତାମାନେ ବିଜେଡି ଓ କଂଗ୍ରେସ ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି ।
Miscellaneous
ଆସନ୍ତାକାଲିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ
ବଡ଼କଥା ହେଉଛି ମରାମତି କାମ ପାଇଁ ରତ୍ନଭଣ୍ଡାରକୁ ପ୍ରବେଶ କରିବାକୁ ଥିବା ସମସ୍ତେ ସେବାୟତଙ୍କ ଭଳି ପାରମ୍ପରିକ ପୋଷାକ ପରିଧାନ କରିବେ। ଶ୍ରମିକ ଓ ଅଧିକାରୀମାନଙ୍କୁ ସ୍ୱତନ୍ତ୍ର ପରିଚୟପତ୍ର ଦିଆଯିବ। ବିନା ପରିଚୟପତ୍ରରେ କାହାରିକୁ ଭିତରକୁ ଛଡ଼ାଯିବ ନାହିଁ।
Politics
ଡିଲ୍ ପଛରେ ଅଛି କି ଡିଲ୍, ବିଜୟ ପାଲଟିଲେ ବିଜେଡି ଅସନ୍ତୁଷ୍ଟଙ୍କ ସ୍ୱର?
ମହୋତ୍ସବରୁ ଫେରିବାର ପ୍ରାୟ ୩ଦିନ ପରେ ଗଣମାଧ୍ୟମକୁ ଡାକି କୁଟ୍ଟେ ଓ ଆଶୀଷ ସିଂ ଦିଲ୍ଲୀ ଯିବା ପଛରେ ଡିଲ୍ ହୋଇଥିବା ଅଭିଯୋଗ ଆଣିଛନ୍ତି । ଆଉ ମୁଖ୍ୟମନ୍ତ୍ରୀଙ୍କଠୁ ସ୍ପଷ୍ଟୀକରଣ ବି ମାଗିଛନ୍ତି ।