ବଡ଼ ‍ଭାଇର ଟାଙ୍ଗିଆ ଚୋଟରେ ସାନ ଭାଇର ଜୀବନ ଗଲା

ଅନୁଗୋଳ(ବିରଜା ଦାସ ): ଅନୁଗୋଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ସାନକେରଜାଙ୍ଗ ଗାଁରେ ଦୁଃଖଦ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ବଡ଼ ଭାଇର ଟାଙ୍ଗିଆ ଚୋଟରେ ସାନଭାଇର ମୃତ୍ୟୁ ଘଟିଛି । ମୃତକ ହେଲେ ଦିଲ୍ଲୀପ କୁମାର ନାୟକ। ଅଭିଯୁକ୍ତ ବଇଁଶି ନାୟକଙ୍କୁ ପୁଲିସ୍‌ ଗିରଫ କରିଛି। ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତିରେ କୌଣସି କଥାକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ  ପାଟିତୁଣ୍ଡ ହୋଇଥିଲା  ଏଥିରେ  ବଇଁଶି  ରାଗିଯାଇ ଘରୁ ଏକ ଟାଙ୍ଗିଆ […]

deadbody

deadbody

Tapaswini Nayak
  • Published: Friday, 10 April 2020
  • Updated: 10 April 2020, 09:00 AM IST

Sports

Latest News

ଅନୁଗୋଳ(ବିରଜା ଦାସ ): ଅନୁଗୋଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ସାନକେରଜାଙ୍ଗ ଗାଁରେ ଦୁଃଖଦ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ବଡ଼ ଭାଇର ଟାଙ୍ଗିଆ ଚୋଟରେ ସାନଭାଇର ମୃତ୍ୟୁ ଘଟିଛି । ମୃତକ ହେଲେ ଦିଲ୍ଲୀପ କୁମାର ନାୟକ। ଅଭିଯୁକ୍ତ ବଇଁଶି ନାୟକଙ୍କୁ ପୁଲିସ୍‌ ଗିରଫ କରିଛି।

ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତିରେ କୌଣସି କଥାକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ  ପାଟିତୁଣ୍ଡ ହୋଇଥିଲା  ଏଥିରେ  ବଇଁଶି  ରାଗିଯାଇ ଘରୁ ଏକ ଟାଙ୍ଗିଆ ଆଣି  ଦିଲ୍ଲୀପଙ୍କୁ ଚୋଟ ପକାଇଥିଲା।  ଗୁରୁତର ଅବସ୍ଥାରେ ତାଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

 ପୁଲିସ ଘଟଣାସ୍ଥଳରେ ପହଞ୍ଚି  ଅଭିଯୁକ୍ତ ବଡ଼ ଭାଇକୁ ଗିରଫ କରିଥିଲା। ଆଜି ତାଙ୍କୁ କୋର୍ଟଚାଲାଣ କରାଯିବ ବୋଲି ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story