Advertisment

୧ କୋଟି ଟଙ୍କାର ବ୍ରାଉନ୍‌‌ସୁଗର ଜବତ

ଭୁବନେଶ୍ୱର (ଆଲୋକ ମହାନ୍ତି): ରାଜଧାନୀ ଭୁବନେଶ୍ୱରରୁ ୧ କୋଟି ଟଙ୍କାର ବ୍ରାଉନ୍‌ସୁଗର ଜବତ କରାଯାଇଛି। ଏହି ଘଟଣାର ୨ ଜଣ ଗିରଫ ହୋଇଥିବା ବେଳେ ଗୋଟିଏ ବାଇକ୍ ଜବତ କରାଯାଇଛି। କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍ ଏହି ଦୁଇ ଜଣଙ୍କୁ ଗିରଫ କରିଛି। ଖଣ୍ଡଗିରି ଥାନା ଅଞ୍ଚଳରୁ ଏମାନଙ୍କୁ ଗିରଫ କରାଯାଇଛି। ଗିରଫ ଦୁଇ ଜଣ ବ୍ୟକ୍ତି ଖୋର୍ଦ୍ଧା ଅଞ୍ଚଳର ବୋଲି ଜଣାପଡ଼ିଛି।

ଅଦ୍ୟତନ ହୋଇଛି
୧ କୋଟି ଟଙ୍କାର ବ୍ରାଉନ୍‌‌ସୁଗର ଜବତ

arrest

Advertisment

ଭୁବନେଶ୍ୱର (ଆଲୋକ ମହାନ୍ତି): ରାଜଧାନୀ ଭୁବନେଶ୍ୱରରୁ ୧ କୋଟି ଟଙ୍କାର ବ୍ରାଉନ୍‌ସୁଗର ଜବତ କରାଯାଇଛି। ଏହି ଘଟଣାର ୨ ଜଣ ଗିରଫ ହୋଇଥିବା ବେଳେ ଗୋଟିଏ ବାଇକ୍ ଜବତ କରାଯାଇଛି।

Advertisment

କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍ ଏହି ଦୁଇ ଜଣଙ୍କୁ ଗିରଫ କରିଛି। ଖଣ୍ଡଗିରି ଥାନା ଅଞ୍ଚଳରୁ ଏମାନଙ୍କୁ ଗିରଫ କରାଯାଇଛି। ଗିରଫ ଦୁଇ ଜଣ ବ୍ୟକ୍ତି ଖୋର୍ଦ୍ଧା ଅଞ୍ଚଳର ବୋଲି ଜଣାପଡ଼ିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe