Advertisment

୨୭ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ

ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ଜିଲ୍ଲା ବାସେଳି ସାହି ଥାନା ପୁଲିସ୍‌  ନିଶା କାରବାର କରୁଥିବା ଏକ ବଡ଼ ଧରଣର ଗ୍ୟାଙ୍ଗକୁ ଧରିବାରେ ସକ୍ଷମ ହୋଇଛି। ଆଜି ସକାଳେ ମଙ୍ଗଳାଘାଟ ଛକ ନିକଟରେ ଗାଡିମୋଟର ଯାଞ୍ଚ କରିବା ବେଳେ ଏକ କଳା ରଙ୍ଗର ପଲସର  ଓ ଏକ ଟାଟା ସଫାରିରୁ ୨୭୩ ଗ୍ରାମ ବ୍ରାଉନସୁଗର ଜବତ କରିଛି ପୁଲିସ୍‌ । ଜବତ ବ୍ରାଉନସୁଗର ଦାମ୍ ୨୭ ଲକ୍ଷ ଟଙ୍କାରୁ ଅଧିକ ହେବ। ଏହି ୨ଟି ଗାଡି ପୁରୀ ଅଭିମୁଖେ […]

୨୭ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ

puri

Advertisment

ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ଜିଲ୍ଲା ବାସେଳି ସାହି ଥାନା ପୁଲିସ୍‌  ନିଶା କାରବାର କରୁଥିବା ଏକ ବଡ଼ ଧରଣର ଗ୍ୟାଙ୍ଗକୁ ଧରିବାରେ ସକ୍ଷମ ହୋଇଛି। ଆଜି ସକାଳେ ମଙ୍ଗଳାଘାଟ ଛକ ନିକଟରେ ଗାଡିମୋଟର ଯାଞ୍ଚ କରିବା ବେଳେ ଏକ କଳା ରଙ୍ଗର ପଲସର  ଓ ଏକ ଟାଟା ସଫାରିରୁ ୨୭୩ ଗ୍ରାମ ବ୍ରାଉନସୁଗର ଜବତ କରିଛି ପୁଲିସ୍‌ । ଜବତ ବ୍ରାଉନସୁଗର ଦାମ୍ ୨୭ ଲକ୍ଷ ଟଙ୍କାରୁ ଅଧିକ ହେବ। ଏହି ୨ଟି ଗାଡି ପୁରୀ ଅଭିମୁଖେ ଆସୁଥିବା ଜଣାପଡ଼ିଛି।

Advertisment

ଏହି ଘଟଣାରେ ଖୋର୍ଦ୍ଧା ସହରର ଅନୀଲ ବରାଳ, କୃଷ୍ଣଚନ୍ଦ୍ର ଭୁଜବଳ, ସୋମନାଥ ଭୁଜବଳ, ପୁରୀ ନରେନ୍ଦ୍ର କୋଣ ଅଞ୍ଚଳର ବାବୁନା ନାୟକ, ପୁରୀ ସଦର ଥାନା ଅଧୀନ ଖଣ୍ଡିଆବନ୍ଧ, ବାରବାଟୀର ବଳରାମ ଭୋଇ ଓ ପୁରୀ ଗୋଖା ସାହିର ବାବୁନା ବେହେରା ଅଭିଯୁକ୍ତ ଅନୀଲ ବରାଳଙ୍କୁ ଗିରଫ କରିଛି  ପୁଲିସ୍‌। ସେମାନଙ୍କ ନିକଟରୁ ଗୋଟିଏ ପିସ୍ତଲ, ଗୋଟିଏ ଜୀବନ୍ତ ଗୁଳି ଜବତ ହୋଇଛି ।

Brown Sugar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe