ପୁରୀ(ଓଡ଼ିଶା ରିପୋର୍ଟର): ଗତ କିଛି ଦିନ ଧରି ପୁରୀ ଜିଲ୍ଲାରେ ଗୋଟିଏ ପରେ ଗୋଟିଏ ବ୍ରାଉନସୁଗର ଜବତ ମାମଲା ସାମନାକୁ ଆସୁଥିବା ବେଳେ ଏହା ଏବେ ପୁଲିସ୍ର ମୁଣ୍ଡ ବିନ୍ଧାର କାରଣ ପାଲଟିଲାଣି। ଭୁବନେଶ୍ୱରରୁ ପୁରୀକୁ ଚାଲାଣ ହେଉଥିବା ବେଳେ ୨୭୩ ଗ୍ରାମ ବ୍ରାଉନ୍ସୁଗର ଜବତ କରିଛି ପୁଲିସ୍ । ଚନ୍ଦନପୁର ନିକଟରେ ଜଣେ ମହିଳାଙ୍କ ସମେତ ୪ ଅଭିଯୁକ୍ତଙ୍କୁ ପୁଲିସ୍ ଗିରଫ କରିଛି। ଅଭିଯୁକ୍ତଙ୍କ ବାଲେଶ୍ୱର ଲିଙ୍କ୍ ଥିବାରୁ ଏହି କାରବାର କେଉଁ ଯାଏଁ ଲମ୍ବିଛି ତାକୁ ନେଇ ଖୋତଳାଡ଼ କରାଯାଉଛି ।
ଅଭିଯୁକ୍ତମାନେ ହେଲେ ବାଲେଶ୍ୱର ଜଳେଶ୍ୱରର ଶେଖ ସମତୁଲ୍ଲା ଓ ତାଙ୍କ ପତ୍ନୀ ଅପସାନା ବିବି, ଶେଖ ସାଜନ ଏବଂ ପୁରୀ ମଙ୍ଗଳା ସାହିର ପ୍ରକାଶ ବେହେରା । ଏଥିସହ ଚାଲାଣରେ ବ୍ୟବହୃତ କାର୍, ମୋବାଇଲ୍କୁ ଜବତ କରି ଅଧିକ ତଦନ୍ତ କରୁଛି ପୁଲିସ୍।
ଆଗକୁ ପଢ଼ନ୍ତୁ : ମାତିଲେ ଲୁଟେରା ଗ୍ୟାଙ୍ଗ, ୨ଜଣଙ୍କ ଘରେ କଳା କନା ବୁଲାଇଲେ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା ପାଇଁ କାଲି MOU; ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆସନ୍ତାକାଲି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।
Events & Festivals
ଜାନୁଆରୀ ୨୮ରୁ ଉତ୍କର୍ଷ ଓଡ଼ିଶା କନକ୍ଲେଭ, ଛୁଟିବ ଶିଳ୍ପପତିଙ୍କ ସୁଅ
ଜାନୁଆରୀ ୨୮, ୨୯ ଦୁଇ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଚାଲିବ ମେଗା ନିବେଶକ ସମ୍ମିଳନୀ- ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫। ପ୍ରଥମ ଥର ଲାଗି ରାଜ୍ୟର ଏହି ଶିଳ୍ପ ମହାକୁମ୍ଭକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Events & Festivals
କଂସ ଦରବାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ଅନୁଦାନ ୧୦ ଲକ୍ଷରୁ କୋଟିଏକୁ ବୃଦ୍ଧି
କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାର ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି କଂସ ବଦ୍ଧ ସହ ଏହି ମହା ନାଟକରେ ପଡ଼ିବ ମହା ଯବନିକା।
Events & Festivals
କୁମ୍ଭମେଳା ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବସ୍ ଓ ଟ୍ରେନ ସେବା
କୁମ୍ଭମେଳା ପାଇଁ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ପ୍ରୟାଗରାଜ ଅଭିମୁଖେ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ପୂର୍ବତଟ ରେଲୱେ ଘୋଷଣା କଲା ୭ଟି ସ୍ୱତନ୍ତ୍ର ଟ୍ରେନ୍।