ନୂଆଦିଲ୍ଲୀ: ବ୍ରହ୍ମଗିରି ବିଧାନସଭା ନିର୍ବାଚନ ସମ୍ପର୍କରେ ସ୍ଥାନୀୟ ବିଧାୟକ ସଞ୍ଜୟ ଦାସବର୍ମାଙ୍କ ଏକ ସ୍ପେଶାଲ ଲିଭ୍ ପିଟିସନକୁ ସୁପ୍ରିମକୋର୍ଟ ଗ୍ରହଣ କରିଛନ୍ତି। କୋର୍ଟ ପ୍ରତିପକ୍ଷ ଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କୁ ନୋଟିସ୍ ଜାରି କରିବା ସହ ଏ ସମ୍ପର୍କରେ ହାଇକୋର୍ଟରେ ଚାଲିଥିବା ପ୍ରୋସିଡିଂ ଉପରେ ଅନ୍ତରୀଣ ସ୍ଥଗିତାଦେଶ ଜାରି କରିଛନ୍ତି ।
୨୦୧୪ ବିଧାନସଭା ନିର୍ବାଚନରେ ବ୍ରହ୍ମଗିରି ଆସନରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ କରି ପରାଜିତ ପ୍ରାର୍ଥୀ ଲୁଲୁ ମହାପାତ୍ର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଅନ୍ୟପକ୍ଷେ ଏହି ମାମଲାକୁ ଖାରଜ କରିବା ପାଇଁ ସଞ୍ଜୟ ଦାସବର୍ମା ହାଇକୋର୍ଟରେ ଆବେଦନ କରିଥିଲେ।
ତେବେ ହାଇକୋର୍ଟ ସଞ୍ଜୟଙ୍କ ଆବେଦନକୁ ଖାରଜ କରିବା ପରେ ଏହାକୁ ଚ୍ୟାଲେଞ୍ଜ କରି ସେ ସୁପ୍ରିମକୋର୍ଟକୁ ଯାଇଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।