ବଲାଙ୍ଗିର(ସସ୍ମିତା ସାହୁ): ବଲାଙ୍ଗିର ଜିଲ୍ଳା ମୁରିବାହାଲ ବ୍ଲକ୍ ବିଜାମାଲ ଗାଁରେ ଜଣେ ବିଏସ୍ଏଫ୍ ଯବାନଙ୍କ ପରଲୋକ ହୋଇଯାଇଛି। ତାଙ୍କ ନାଁ ତ୍ରିନାଥ ମାଝୀ। ସେ ମ୍ୟାଲେରିଆରେ ପୀଡ଼ିତ ଥିଲେ।
ନବରଙ୍ଗପୁରରେ ଡ୍ୟୁଟିରେ ଥିବା ତ୍ରିନାଥ ଗତ ୧୩ ତାରିଖରୁ ଛୁଟିରେ ଘରକୁ ଆସିଥିଲେ। ୨୦ ତାରିଖ ଦିନ ତାଙ୍କୁ ଜ୍ୱର ହେଲା। ତାଙ୍କୁ ପ୍ରଥମେ କଣ୍ଟାବାଞ୍ଜି ଡାକ୍ତରଖାନା ନିଆଯାଇଥିଲା। ପରୀକ୍ଷା ପରେ ତାଙ୍କୁ ମ୍ୟାଲେରିଆ ହୋଇଥିବା ଜଣାପଡ଼ିଥିଲା। ପରେ ତାଙ୍କୁ ବଲାଙ୍ଗିର ଡାକ୍ତରଖାନାକୁ ଅଣାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କାଲି ଓଡ଼ିଶା ଆସୁଛନ୍ତି ମୋଦି, ରାଜଧାନୀରେ ଚେକିଂ କଡ଼ାକଡ଼ି
ଆସନ୍ତାକାଲି ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରରେ ଡିଜିପି ସମ୍ମିଳନୀ ଅନୁଷ୍ଠିତ ହେବ। ଏହା ଡିସେମ୍ବର ୧ ପର୍ଯ୍ୟନ୍ତ ଚାଲିବ ।
Politics
ପ୍ରଧାନମନ୍ତ୍ରୀ ମୋଦି କରିବେନି ରୋଡ୍ ଶୋ’, ରିପୋର୍ଟ କାର୍ଡ ଦେବେ ମୋହନ ସରକାର
ସ୍ୱାଧୀନତା ପରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ ଆୟୋଜନ ହେଉଛି । ସମ୍ମିଳନୀର ଦ୍ୱିତୀୟ ଦିନ ଅର୍ଥାତ୍ ନଭେମ୍ବର ୩୦ତାରିଖରେ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଇ ଡିସେମ୍ବର ୧ରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।
Jobs
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା
୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।
Crime
ପୁଲିସ୍ ଓ ଓକିଲ କହି ଟଙ୍କା ଆଦାୟ କରୁଥିଲେ ଦୁଇ ଯୁବକ
ଅଭିଯୋଗ ଅନୁସାରେ ଦୁଇ ଧ୍ରୁତ ହେଉଛନ୍ତି ନୟାଗଡ ଜିଲ୍ଲା ସରୋଡା ଗାଁର କାର୍ତ୍ତିକ ରାଉତରାୟ ଓ ଏକାନ ପାଣି। ଏମାନେ କୁଆଡେ ଜାନୁଆରୀ ୨୩ ତାରିଖରେ ଚାଲାଣଗୁଡା ସରପଞ୍ଚ ଇରମା ମାଢ଼ିଙ୍କୁ ଫୋନ୍ କରିଥିଲେ।