ମାଲକାନଗିରି (ଓଡ଼ିଶା ରିପୋର୍ଟର): ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ଵ।ଭିମାନ ଅଂଚଳର ଗୋରାସେତୁ ନିକଟରୁ ୭ଟି ଲ୍ୟାଣ୍ଡମାଇନ୍ ଓ ଟିଫିନ୍ ବୋମା ଜବତ କରାଯାଇଛି। ଏହି ଲ୍ୟାଣ୍ଡମାଇନ୍ ଓ ଟିଫିନ୍ ବୋମାକୁ ବିଏସ୍ଏଫର ଯବାନ ଉଦ୍ଧାର କରିଛନ୍ତି।
ସୁରକ୍ଷାକର୍ମୀ କମ୍ବିଂ କରୁଥିବାବେଳେ ସ୍ଥାନୀୟ ଟୁଟୁଗନ୍ଧି ନିକଟ ପୁରୁଣା ପୋଲ ନିକଟରେ ଲ୍ୟାଣ୍ଡମାଇନ୍ ପୋତାଯାଇଥିବା ଦେଖିଥିଲେ । ପରେ ପୋତାଯାଇଥିବା ଲ୍ୟାଣ୍ଡମାଇନକୁ ମାଟିତଳୁ ସୁରକ୍ଷିତ ବାହାର କରିଥିଲେ ବିଏସ୍ଏଫର ଯବାନ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Special
ଚିନ୍ତାରେ ଚିନ୍ତାମଣିପୁର ଗ୍ରାମବାସୀ
୨୫ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ରାଜ୍ୟରେ ସରକାର କରିଥିଲା। କିନ୍ତୁ ତା’ ମଧ୍ୟରେ କଟକ ଜିଲ୍ଲାରେ ଥିବା ଚିନ୍ତାମଣିପୁର ଗାଁ ଲୋକଙ୍କ ସମସ୍ୟା ଦୂର ହୋଇପାରିଲା ନାହିଁ।

Politics
ଚରମରେ ପହଂଚିଲାଣି ବିଜେଡି ବିଶୃଙ୍ଖଳା : ନବୀନ ବିନ୍ଦାସ, ପୁଣି ବବି ଦେଖାଇଲେଣି ମାମଲାତି
ବିଜେଡିର ଅଘୋଷିତ ସର୍ବେସର୍ବା ଭିକେ ପାଣ୍ଡିଆନଙ୍କ ଆତ୍ମଘୋଷିତ କ୍ରୀତଦାସ ପ୍ରଣବପ୍ରକାଶ ଦାସ ଓରଫ ବବି ଆଜି ଦୀର୍ଘଦିନ ପରେ ପୁଣିଥରେ ନବୀନ ନିବାସରେ ନିଜର ମାମଲାତି ଦେଖାଇବା ଆରମ୍ଭ କରିଛନ୍ତି।

Guest Column
ଏକ ରାଜନୈତିକ ବିପର୍ଯ୍ୟୟ ଓ ଉତ୍ତୀର୍ଣ୍ଣ ହେବାର ସଂକଳ୍ପ
କେବଳ ଗୋଟିଏ ବିକଳ୍ପ ଭାବେ ଅନ୍ୟ ଏକ ରାଜନୈତିକ ଦଳ ମୁଣ୍ଡ ଟେକି ଉଠିଲେ ହୁଏତ ବିଜେଡିର ବିଦ୍ରୋହୀମାନେ ସେଥିରେ ସାମିଲ ହୋଇ ଆଗକୁ ପାଦ ବଢ଼ାଇବାର ବିଚାର କରିପାରନ୍ତେ।

Politics
ବିଜେଡି କାହାର: ପାଣ୍ଡିଆନ-ବବିଙ୍କ ପାଖରେ ଦଳୀୟ ପାଣ୍ଠି , ଆକ୍ସନ ନେବାକୁ ନବୀନ ଅକ୍ଷମ
ବିଜେଡି ଏବେ କାହାର ଓ କାହା ନିୟନ୍ତ୍ରଣରେ ଅଛି? ନବୀନ ପଟ୍ଟନାୟକଙ୍କ ବର୍ତ୍ତମାନର ଆଭିମୁଖ୍ୟ ଓ ଅସହାୟତାକୁ ଦେଖିବା ପରେ ଏଭଳି ପ୍ରଶ୍ନ ଉଠିବା ସ୍ୱାଭାବିକ ।

Politics
ବିଚରା ନବୀନ, ଅସହାୟତା ଜଳଜଳ: ପାଣ୍ଡିଆନଙ୍କ ପାଇଁ ମାମଲାତି କଲେ ୪ ସାଂସଦ, ଅସ୍ଥିରତା ପଛରେ ବବି
ନବୀନ ନିବାସରେ ସୋମବାର ‘ପାଣ୍ଡିଆନ ଗୋ-ବ୍ୟାକ୍’ ନାରା ଦେବା ପରେ ଚିହିଁକି ଉଠିଛନ୍ତି ଦଳର ୪ଜଣ ରାଜ୍ୟସଭା ସାଂସଦ।