୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ କୋଟି ଟଙ୍କାର ଚିଠା ବଜେଟକୁ ମଞ୍ଜୁରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲିଠୁ ୧୩ଦିନିଆ ବିଦେଶ ଗସ୍ତରେ ଯାଉଥିବାବେଳେ ଆଜି ସନ୍ଧ୍ୟାରେ ରାଜ୍ୟ ମନ୍ତ୍ରିପରିଷଦର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପ୍ରାୟ ୨ଲକ୍ଷ କୋଟି ଟଙ୍କାର ଚିଠା ବଜେଟକୁ ରାଜ୍ୟ ମନ୍ତ୍ରିପରିଷଦର ଅନୁମୋଦନ ମିଳିଛି । ଆସନ୍ତା ଜୁଲାଇ ୨ତାରିଖରେ ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବାବେଳେ ଉକ୍ତଦିନ ହିଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ପୂର୍ଣ୍ଣାଙ୍ଗ ବଜେଟକୁ ଉପସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି । […]

right bottom

right bottom

Ordigital Desk
  • Published: Friday, 17 June 2022
  • Updated: 17 June 2022, 09:50 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲିଠୁ ୧୩ଦିନିଆ ବିଦେଶ ଗସ୍ତରେ ଯାଉଥିବାବେଳେ ଆଜି ସନ୍ଧ୍ୟାରେ ରାଜ୍ୟ ମନ୍ତ୍ରିପରିଷଦର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପ୍ରାୟ ୨ଲକ୍ଷ କୋଟି ଟଙ୍କାର ଚିଠା ବଜେଟକୁ ରାଜ୍ୟ ମନ୍ତ୍ରିପରିଷଦର ଅନୁମୋଦନ ମିଳିଛି । ଆସନ୍ତା ଜୁଲାଇ ୨ତାରିଖରେ ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବାବେଳେ ଉକ୍ତଦିନ ହିଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ପୂର୍ଣ୍ଣାଙ୍ଗ ବଜେଟକୁ ଉପସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି ।

ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଜୁନ୍ ୩୦ ରାତିରେ ବିଦେଶ ଗସ୍ତରୁ ଫେରିବାର କାର୍ଯ୍ୟକ୍ରମ ଥିବାରୁ ଆଜି ରାଜ୍ୟ ମନ୍ତ୍ରିପରିଷଦ ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ଚିଠା ବଜେଟକୁ ଅନୁମୋଦନ ମିଳିଛି । ପଂଚାୟତ ଓ ପୌର ନିର୍ବାଚନ ଯୋଗୁ ରାଜ୍ୟ ସରକାର ୨୦୨୨-୨୩ ଆର୍ଥିକ ବର୍ଷରେ ୪ମାସିଆ କାମଚଳା ବଜେଟ ଉପସ୍ଥାପନ କରିଥିଲେ । ଯାହାର ଅବଧି ଜୁଲାଇ ୩୧ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିଛି । ୨୦୨୧-୨୨ ଆର୍ଥିକ ବର୍ଷରେ ରାଜ୍ୟ ବଜେଟ ପରିମାଣ ୧.୭୦ଲକ୍ଷ କୋଟି ଟଙ୍କା ଥିବାବେଳେ ୨୦୨୨-୨୩ ଆର୍ଥିକ ବର୍ଷରେ ଏହି ପରିମାଣ ୧୭.୬% ବୃଦ୍ଧି ପାଇଛି ।

ଚିଠା ବଜେଟରେ ପ୍ରଶାସନିକ ବ୍ୟୟ ୮୯୮୦୦କୋଟି ଟଙ୍କା, ବିପର୍ଯ୍ୟୟ ପ୍ରଶମନ ପରିଚାଳନା ପାଣ୍ଠିରେ ୩୪୦୦କୋଟି ଟଙ୍କା,୧ଲକ୍ଷ କୋଟି ଟଙ୍କା କାର୍ଯ୍ୟକ୍ରମ ବ୍ୟୟ, ୭୧୨୦କୋଟି ଟଙ୍କା ରାଜ୍ୟ ପାଣ୍ଠିରୁ ସ୍ଥାନାନ୍ତର ବାବଦରେ ଉଦ୍ଦିଷ୍ଟ ରହିଛି । । ୨୦୨୨-୨୩ ଆର୍ଥିକ ବର୍ଷରେ କାର୍ଯ୍ୟକ୍ରମ ବଜେଟ ୨୦୨୧-୨୨ ଆର୍ଥିକ ବର୍ଷ ତୁଳନାରେ ୩୩ ପ୍ରତିଶତ ଅଧିକ ବୋଲି ଜଣାପଡ଼ିଛି ।

ସୂଚନାଯୋଗ୍ୟ, ପଂଚାୟତ ଓ ପୌର ନିର୍ବାଚନ ପାଇଁ ରାଜ୍ୟ ସରକାର ଗତ ମାର୍ଚ୍ଚ ମାସରେ ୨୦୨୨-୨୩ ଆର୍ଥିକ ବର୍ଷରେ ୪ମାସିଆ କାମଚଳା ବଜେଟ୍ ଉପସ୍ଥାପନ କରିଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story