‘ବୁଲ୍‌ବୁଲ୍‌’ ପ୍ରଭାବ: ୬ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ‘ବୁଲ୍‌ବୁଲ୍‌’ ପ୍ରଭାବରେ ଉପକୂଳ ଅଞ୍ଚଳର କିଛି ଜିଲ୍ଲାରେ ସାମାନ୍ୟ ବର୍ଷା ହୋଇଥିବା ସୂଚନା ମିଳିଛି । ଏହାର ପ୍ରଭାବରେ ଆଜି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଏହି ୪ ଜିଲ୍ଲାକୁ ଅରେଂଜ ଓ୍ୱାର୍ଣ୍ଣି ଜାରି ଦିଆଯାଇଛି । ସେହିପରି ମୟୂରଭଂଜ ଓ ଯାଜପୁର ଜିଲ୍ଲା ପାଇଁ ମଧ୍ୟ ଅରେଜଂ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।  ‘ବୁଲ୍‌ବୁଲ୍‌’ ପ୍ରଭାବରେ ଏହି […]

bulbul-2-2

bulbul-2-2

Niharika Rout
  • Published: Saturday, 09 November 2019
  • Updated: 09 November 2019, 08:19 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ‘ବୁଲ୍‌ବୁଲ୍‌’ ପ୍ରଭାବରେ ଉପକୂଳ ଅଞ୍ଚଳର କିଛି ଜିଲ୍ଲାରେ ସାମାନ୍ୟ ବର୍ଷା ହୋଇଥିବା ସୂଚନା ମିଳିଛି । ଏହାର ପ୍ରଭାବରେ ଆଜି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଏହି ୪ ଜିଲ୍ଲାକୁ ଅରେଂଜ ଓ୍ୱାର୍ଣ୍ଣି ଜାରି ଦିଆଯାଇଛି ।

ସେହିପରି ମୟୂରଭଂଜ ଓ ଯାଜପୁର ଜିଲ୍ଲା ପାଇଁ ମଧ୍ୟ ଅରେଜଂ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।  ‘ବୁଲ୍‌ବୁଲ୍‌’ ପ୍ରଭାବରେ ଏହି ଦୁଇ ଜିଲ୍ଲାରେ ଆସନ୍ତାକାଲି ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ଆକଳନ କରିଛି ପାଣିପାଗ ବିଭାଗ । ଏହି ସମୟରେ ପବନର ବେଗ ୫୫ରୁ ୬୫ କିଲୋମିଟର ରହିବ । ପବନ ବେଗ ବୃଦ୍ଧି ପାଇ ୯୦ କି.ମି. ରହିବା ସମ୍ଭାବନା ରହିଛି । ଅନ୍ୟପକ୍ଷରେ ଗଂଜାମ, ପୁରୀ ଓ ଯାଜପୁର ଜିଲ୍ଲାରେ ମଧ୍ୟ ପବନର ବେଗ ୪୦ରୁ ୫୦ କିଲୋମିଟର ରହିପାରେ ।  

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos