ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସୁନ୍ଦରବନରେ ଲ୍ୟାଣ୍ଡଫଲ୍ କରିବ ‘ବୁଲ୍ବୁଲ୍’। ପାଣିପାଗ ବିଭାଗର ଆକଳନ ଅନୁସାରେ ପଶ୍ଚିମବଙ୍ଗ-ବାଂଲାଦେଶ ମଝିରେ ‘ବୁଲ୍ବୁଲ୍’ ଅତିକ୍ରମ କରିବ ବୋଲି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।
IMD ଡିଜି କହିଛନ୍ତି, ପୂର୍ବାହ୍ନରେ ପାରାଦୀପଠାରୁ ୩୫୦କି.ମି. ଦୂରରେ ଥିଲା ‘ବୁଲ୍ବୁଲ୍’। ଘଣ୍ଟାକୁ ୧୨ କିମି ବେଗରେ ଉତ୍ତର ଦିଗକୁ ଗତି କରୁଛି । ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ୩୫ରୁ ୪୫ କିମି ବେଗରେ ପବନ ବହୁଛି। କାଲି ସକାଳେ ପବନ ବେଗ ୫୫ରୁ ୭୫ କିମି ପର୍ଯ୍ୟନ୍ତ ବଢ଼ିବ। କାଲି ଦ୍ୱିପ୍ରହରରୁ ସନ୍ଧ୍ୟା ଯାଏ ପବନ ବେଗ ୭୦ରୁ ୯୦ କିମି ଛୁଇଁବ। କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର ଜିଲ୍ଲାରେ ବି ପବନ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।