ତଣ୍ଡାହର ସମୁଦ୍ରକୂଳରେ ଲାଗିଛି ବୋଏ

କୋଣାର୍କ (ସଞ୍ଜୟ ପତି): ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ୍ ତଣ୍ଡାହର ସମୁଦ୍ରକୂଳରେ ଗୋଟିଏ ବୋଏ ଲାଗିଛି। ଏହାକୁ ବନ୍ଦରର ବିଭିନ୍ନ କାର୍ଯ୍ୟ ପାଇଁ ରଖାଯାଇଥାଏ। ଜାହାଜଗୁଡ଼ିକର ଦିଗ ନିରୂପଣରେ ସହଯୋଗ ସହ ଲଙ୍ଗର ପକାଇବା ଓ ସମୁଦ୍ରର ଢେଉ ନିୟନ୍ତ୍ରଣ କରିବା ଲାଗି ଏହାକୁ ବ୍ୟବହାର କରାଯାଇଥାଏ। ଅସ୍ତରଙ୍ଗରେ ଲାଗିଥିବା ବୋଏ କୌଣସି ଏକ ବନ୍ଦରରୁ ଭାସି ଆସିଥିବା ଅନୁମାନ କରାଯାଉଛି। ଆଜି ସକାଳେ ଏହି ବୋଏଟି ତଣ୍ଡାହର ସମୁଦ୍ରକୂଳରେ ଭାସୁଥିଲା। ସ୍ଥାନୀୟ ଲୋକେ ଏହାକୁ ଦେଖି […]

99900

99900

Tapaswini Nayak
  • Published: Tuesday, 17 March 2020
  • Updated: 17 March 2020, 11:08 AM IST

Sports

Latest News

କୋଣାର୍କ (ସଞ୍ଜୟ ପତି): ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ୍ ତଣ୍ଡାହର ସମୁଦ୍ରକୂଳରେ ଗୋଟିଏ ବୋଏ ଲାଗିଛି। ଏହାକୁ ବନ୍ଦରର ବିଭିନ୍ନ କାର୍ଯ୍ୟ ପାଇଁ ରଖାଯାଇଥାଏ। ଜାହାଜଗୁଡ଼ିକର ଦିଗ ନିରୂପଣରେ ସହଯୋଗ ସହ ଲଙ୍ଗର ପକାଇବା ଓ ସମୁଦ୍ରର ଢେଉ ନିୟନ୍ତ୍ରଣ କରିବା ଲାଗି ଏହାକୁ ବ୍ୟବହାର କରାଯାଇଥାଏ। ଅସ୍ତରଙ୍ଗରେ ଲାଗିଥିବା ବୋଏ କୌଣସି ଏକ ବନ୍ଦରରୁ ଭାସି ଆସିଥିବା ଅନୁମାନ କରାଯାଉଛି।

ଆଜି ସକାଳେ ଏହି ବୋଏଟି ତଣ୍ଡାହର ସମୁଦ୍ରକୂଳରେ ଭାସୁଥିଲା। ସ୍ଥାନୀୟ ଲୋକେ ଏହାକୁ ଦେଖି ରଶି ସାହାଯ୍ୟରେ କୂଳକୁ ଟାଣି ଆଣିଥିଲେ। ଏହାକୁ ଦେଖିବାକୁ ଲୋକଙ୍କ ଭିଡ଼ ଲାଗିଥିଲା। ଏହି ବୋଏକୁ ଜେସିବି ମେସିନ ସହାୟତାରେ ଉପରୁ ଅଣାଯିବ ବୋଲି ପୁଲିସ୍ ପକ୍ଷରୁ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story