ବୁର୍ଲା ଏମସିଏଲ କାର୍ଯ୍ୟାଳୟ ସମ୍ମୁଖରେ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗୁଳିକାଣ୍ଡ ଘଟି ଜଣେ ମୃତ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ବୁର୍ଲାଠାରେ ଥିବା ଏମସିଏଲ କାର୍ଯ୍ୟାଳୟ ସମ୍ମୁଖରେ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଗୁଳି ଫୁଟିଛି । ଏଥିରେ ବିଶ୍ୱଜିତ ବିଶ୍ୱାସ ନାମକ ଜଣା ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି । ଗୁରୁତର ଆହତରେ ବିଶ୍ୱଜିତଙ୍କୁ ଡାକ୍ତରଖାନା ନିଆଯାଉଥିବା ବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା ।

navy

Rakesh Mallick
  • Published: Wednesday, 24 June 2015
  • , Updated: 24 June 2015, 07:02 AM IST

Related story