ଭାରସାମ୍ୟ ହରାଇ ଓଲଟିଲା ବସ୍‌, ଚାଲିଗଲା ୨ ଜୀବନ

ଖୋର୍ଦ୍ଧା(ବଳରାମ ଲେଙ୍କା): ଭୁବନେଶ୍ୱରରୁ ଖଣ୍ଡପଡ଼ା ଅଭିମୁଖେ ଯାଉଥିବା ‘ନାରାୟଣୀ’ ନାମକ ଏକ ଯାତ୍ରୀବାହୀ ବସ୍‌ ଗତକାଲି ସନ୍ଧ୍ୟାରେ ଖୋର୍ଦ୍ଧା ଜିଲ୍ଲା ପୁବୁସାହି ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବସ୍‌ ତଳେ ଚାପି ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଛି। ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ମୃତକଦ୍ୱୟ ହେଲେ ବରଫଦ ଉଲ୍ଲା ଖାନ୍ ଓ ଗୋବିନ୍ଦ ଚନ୍ଦ୍ର ପ୍ରଧାନ । ବରଫଦଙ୍କ ଘର ଖୋର୍ଦ୍ଧା ଜିଲ୍ଲାର ଅଙ୍ଗାରସିଂହ ଗାଁରେ ଏବଂ ଗୋବିନ୍ଦଙ୍କ ଘର ନୟାଗଡ଼ର ଫତେଗଡ଼ରେ। […]

accident

accident

Jyoshna Pradhan
  • Published: Saturday, 31 August 2019
  • Updated: 31 August 2019, 07:57 AM IST

Sports

Latest News

ଖୋର୍ଦ୍ଧା(ବଳରାମ ଲେଙ୍କା): ଭୁବନେଶ୍ୱରରୁ ଖଣ୍ଡପଡ଼ା ଅଭିମୁଖେ ଯାଉଥିବା ‘ନାରାୟଣୀ’ ନାମକ ଏକ ଯାତ୍ରୀବାହୀ ବସ୍‌ ଗତକାଲି ସନ୍ଧ୍ୟାରେ ଖୋର୍ଦ୍ଧା ଜିଲ୍ଲା ପୁବୁସାହି ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବସ୍‌ ତଳେ ଚାପି ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଛି। ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।

ମୃତକଦ୍ୱୟ ହେଲେ ବରଫଦ ଉଲ୍ଲା ଖାନ୍ ଓ ଗୋବିନ୍ଦ ଚନ୍ଦ୍ର ପ୍ରଧାନ । ବରଫଦଙ୍କ ଘର ଖୋର୍ଦ୍ଧା ଜିଲ୍ଲାର ଅଙ୍ଗାରସିଂହ ଗାଁରେ ଏବଂ ଗୋବିନ୍ଦଙ୍କ ଘର ନୟାଗଡ଼ର ଫତେଗଡ଼ରେ। ଆହତମାନଙ୍କୁ ଅଗ୍ନିଶମ ବାହିନୀ କର୍ମଚାରୀ ଓ ସ୍ଥାନୀୟ ଲୋକେ ଉଦ୍ଧାର କରି ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।

ଖବର ପାଇ ଖୋର୍ଦ୍ଧା ଟାଉନ୍‌ ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ବସ୍‌ଟିକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଘଟଣାସ୍ଥଳରୁ ବସ୍‌ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story