ଢେଙ୍କାନାଳ: ଭାରସାମ୍ୟ ହରାଇ ଓଲଟିଲା ବସ୍‌

ଢେଙ୍କାନାଳ: ଢେଙ୍କାନାଳ ଝାରଗାଡ଼ଇା ନିକଟରେ ଏକ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ବସ୍‌ରେ ୫୦ରୁ ଅଧିକ ଯାତ୍ରୀ ଥିଲେ। ତେବେ ଏହି ଦୁର୍ଘଟଣାରେ କେହି ମୃତାହତ ହୋଇଥିବାର ଖବର ମିଳିନାହିଁ। ‘ନୀଳକଣ୍ଠ’ ନାମକ ବସଟି କଟକରୁ ଅନୁଗୋଳ ଯାଉଥିବା ବେଳେ ଓଲଟି ପଡ଼ିଥିଲା। ଦୁର୍ଘଟଣା ପରେ ବସର ଡ୍ରାଇଭର ସହ ଅନ୍ୟ କର୍ମଚାରୀ ଦୁର୍ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।  ଢେଙ୍କାନାଳ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

denkanal

Rakesh Mallick
  • Published: Sunday, 23 July 2017
  • , Updated: 23 July 2017, 02:00 PM IST

ଢେଙ୍କାନାଳ: ଢେଙ୍କାନାଳ ଝାରଗାଡ଼ଇା ନିକଟରେ ଏକ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ବସ୍‌ରେ ୫୦ରୁ ଅଧିକ ଯାତ୍ରୀ ଥିଲେ। ତେବେ ଏହି ଦୁର୍ଘଟଣାରେ କେହି ମୃତାହତ ହୋଇଥିବାର ଖବର ମିଳିନାହିଁ।

‘ନୀଳକଣ୍ଠ’ ନାମକ ବସଟି କଟକରୁ ଅନୁଗୋଳ ଯାଉଥିବା ବେଳେ ଓଲଟି ପଡ଼ିଥିଲା। ଦୁର୍ଘଟଣା ପରେ ବସର ଡ୍ରାଇଭର ସହ ଅନ୍ୟ କର୍ମଚାରୀ ଦୁର୍ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।  ଢେଙ୍କାନାଳ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Related story