ବସ୍‌କୁ ପିଟିଲା ଟ୍ରକ୍‌

କଟକ(ଓଡ଼ିଶା ରିପୋର୍ଟର):କଟକ ଚୌଦ୍ୱାର ୧୬ ନମ୍ବର ଜାତୀୟ ରାଜପଥ ଟାଙ୍ଗୀ ବ୍ୟାଙ୍କ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆଜି ଅପରାହ୍ନରେ ଘଟିଛି ଏହି ଦୁର୍ଘଟଣା। ଏକ ଯାତ୍ରୀବାହୀ ବସ୍ ଏବଂ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ୪ ଗୁରୁତରଙ୍କୁ ଅଧତ୍କ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ପରେ ଟ୍ରକ ସହ ଡ୍ରାଇଭର ଫେରାର୍ ହୋଇଯାଇଛି।

trukc-8

trukc-8

Tapas Behera
  • Published: Sunday, 27 October 2019
  • Updated: 27 October 2019, 09:33 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର):କଟକ ଚୌଦ୍ୱାର ୧୬ ନମ୍ବର ଜାତୀୟ ରାଜପଥ ଟାଙ୍ଗୀ ବ୍ୟାଙ୍କ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆଜି ଅପରାହ୍ନରେ ଘଟିଛି ଏହି ଦୁର୍ଘଟଣା। ଏକ ଯାତ୍ରୀବାହୀ ବସ୍ ଏବଂ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ୪ ଗୁରୁତରଙ୍କୁ ଅଧତ୍କ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ପରେ ଟ୍ରକ ସହ ଡ୍ରାଇଭର ଫେରାର୍ ହୋଇଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos