କଟକ(ଓଡ଼ିଶା ରିପୋର୍ଟର):କଟକ ଚୌଦ୍ୱାର ୧୬ ନମ୍ବର ଜାତୀୟ ରାଜପଥ ଟାଙ୍ଗୀ ବ୍ୟାଙ୍କ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆଜି ଅପରାହ୍ନରେ ଘଟିଛି ଏହି ଦୁର୍ଘଟଣା। ଏକ ଯାତ୍ରୀବାହୀ ବସ୍ ଏବଂ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ୪ ଗୁରୁତରଙ୍କୁ ଅଧତ୍କ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ପରେ ଟ୍ରକ ସହ ଡ୍ରାଇଭର ଫେରାର୍ ହୋଇଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଯମୁନା’ ରହୁଥିବା ଏନ୍କ୍ଲୋଜରରେ ଗାଧୋଇଲା ‘ଜିନ୍ନତ’
ଏନ୍କ୍ଲୋଜର ଭିତରକୁ ଗଲା ପରେ ‘ଜିନ୍ନତ’ ପ୍ରଥମେ ଦୌଡ଼ାଦୌଡ଼ି କରିଥିଲା। ତା’ପରେ ଏନ୍କ୍ଲୋଜର ଭିତରେ ଥିବା ପାଣି କୁଣ୍ଡରେ ଗାଧୋଇଥିଲା। ଦୀର୍ଘ ସମୟ ଧରି ସେ ପାଣି କୁଣ୍ଡରେ ପହଁରିଥିବା ଦେଖିବାକୁ ମିଳିଥିଲା।
Politics
ତଥାଗତଙ୍କ ଲେଖାକୁ ନେଇ ଚର୍ଚ୍ଚା; ନବୀନଙ୍କୁ ଘାଇଲା କଲେ
ସେ ଆହୁରି ଲେଖିଛନ୍ତି, ସାଧାରଣତଃ ପ୍ରଶାସନିକ ବ୍ୟବସ୍ଥାରେ ଜଣେ ଆଇଏଏସ୍ ଅଧିକାରୀ ସରକାରୀ ଚାକିରିରୁ ଅବସର ନେବା ପରେ ନିଜ ଜନ୍ମସ୍ଥାନକୁ ଫେରିବାର ଲକ୍ଷ୍ୟ କରାଯାଏ। କିନ୍ତୁ ପାଣ୍ଡିଆନ୍ଙ୍କୁ ଦଳର ମଙ୍ଗ ଧରାଇ ନବୀନ ନିଜେ ଓଡ଼ିଆ ଲୋକଙ୍କୁ ତାଚ୍ଛଲ୍ୟ କରିଥିଲେ।
Miscellaneous
ନୂଆ ବର୍ଷରେ ୩ ଆଇପିଏସ୍ଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି
ଦୁଇ ଦିନ ତଳେ ୮ ଜଣ ଆଇପିଏସ୍ ଅଫିସରଙ୍କୁ ମିଳିଥିଲା ପଦୋନ୍ନତି।
Special
ଭୋକର ଭୂଗୋଳ ଭିତରେ ଏମାନଙ୍କ ପାଇଁ ନୂଆବର୍ଷ ଅର୍ଥ କ’ଣ?
ବାପାଙ୍କ ଦେହାନ୍ତ ପରେ ବିକାଶଙ୍କ ପାଠ ପଢାରେ ଡୋରୀ ବାନ୍ଧିଲେ। ପେଟ ଚାଖଣ୍ଡକ ପାଇଁ ସେ ଅନୁଗୋଳରେ ଏକ ଧୂପ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଅଞ୍ଜଳି ପାଲ୍ଙ୍କ ସଂସ୍ପର୍ଶରେ ଆସିଥିଲେ ବିକାଶ।
Politics
କାଲି ଓଡ଼ିଶାରେ ପହଞ୍ଚିବେ ନୂତନ ରାଜ୍ୟପାଳ, ୩ରେ ଶପଥ ସମାରୋହ
ଆସନ୍ତା ୩ରେ ଶପଥ ନେବେ ଓଡ଼ିଶାର ନୂଆ ରାଜ୍ୟପାଳ ହରି ବାବୁ କମ୍ଭାମପତି । ସେ ଆସନ୍ତା କାଲି ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିବା ବେଳେ ୩ ତାରିଖରେ ଶପଥ ଗ୍ରହଣ ସମାରୋହର କାର୍ଯ୍ୟକ୍ରମ ରହିଛି।