ଜରଡ଼ା ଘାଟିରେ ଖସିଲା ‘ଜଗଦମ୍ବା’ ଯାତ୍ରା ପାର୍ଟି ବସ୍‌

କାମାକ୍ଷାନଗର(ବିଦ୍ୟାଧର ବରାଳ):  ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକରେ ଅଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଜରଡ଼ା ଘାଟିରେ ‘ଜଗଦମ୍ବା’ ନାମକ ଯାତ୍ରା ପାର୍ଟି ବସ୍‌ ଓଲଟି ପଡ଼ିବାରୁ ପ୍ରାୟ ୨୦ ଯାତ୍ରୀ ଆହତ ହୋଇଛନ୍ତି।  ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ହୋଇଛନ୍ତି। ସୂଚନା ଅନୁଯାୟୀ, ଆଜି ସକାଳେ ‘ଜଗଦମ୍ବା’ ନାମକ ଯାତ୍ରା ପାର୍ଟି ବସ୍‌ ପ୍ରାୟ ୩୫ରୁ ଉର୍ଦ୍ଧ୍ୱ କଳାକାରଙ୍କୁ ନେଇ କଙ୍କଡାହାଡ଼ରୁ ଗଡ଼ପଳାଶୁଣି  ଯାତ୍ରା ପରିବେଷଣ ପାଇଁ  ଯାଉଥିଲା। ମାତ୍ର ଜରଡ଼ା ଘାଟି […]

bus

bus

Niharika Rout
  • Published: Thursday, 12 May 2022
  • Updated: 12 May 2022, 12:19 PM IST

Sports

Latest News

କାମାକ୍ଷାନଗର(ବିଦ୍ୟାଧର ବରାଳ):  ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକରେ ଅଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଜରଡ଼ା ଘାଟିରେ ‘ଜଗଦମ୍ବା’ ନାମକ ଯାତ୍ରା ପାର୍ଟି ବସ୍‌ ଓଲଟି ପଡ଼ିବାରୁ ପ୍ରାୟ ୨୦ ଯାତ୍ରୀ ଆହତ ହୋଇଛନ୍ତି।  ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ହୋଇଛନ୍ତି।

ସୂଚନା ଅନୁଯାୟୀ, ଆଜି ସକାଳେ ‘ଜଗଦମ୍ବା’ ନାମକ ଯାତ୍ରା ପାର୍ଟି ବସ୍‌ ପ୍ରାୟ ୩୫ରୁ ଉର୍ଦ୍ଧ୍ୱ କଳାକାରଙ୍କୁ ନେଇ କଙ୍କଡାହାଡ଼ରୁ ଗଡ଼ପଳାଶୁଣି  ଯାତ୍ରା ପରିବେଷଣ ପାଇଁ  ଯାଉଥିଲା। ମାତ୍ର ଜରଡ଼ା ଘାଟି ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ତଳକୁ ଖସି ପଡ଼ିଥିଲା। ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କୁ  କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି। ମାତ୍ର ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ବସ୍‌ର ଆହତ ଯାତ୍ରୀମାନେ ଡ୍ରାଇଭରଙ୍କ ନାଁରେ ଆଣିଛନ୍ତି ସଙ୍ଗୀନ ଅଭିଯୋଗ । ଡ୍ରାଇଭରଜଣକ ନିଶାସକ୍ତ ଅବସ୍ଥାରେ ଗାଡ଼ି ଚଳାନା କରୁଥିବାରୁ ଏପରି ଅଘଟଣ ଘଟିଲା ବୋଲି ସେମାନେ ଅଭିଯୋଗ ଆଣିଛନ୍ତି। ଖବର ପାଇ ପୁଲିସ୍‌ ପହଞ୍ଚିଥିବା ବେଳେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଜଣାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story