ଯୁବକଙ୍କ ଉପରେ ଚଢ଼ିଗଲା ବସ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି।  ଜଣେ ଯୁବକଙ୍କ ଉପରେ ଏକ ଘରୋଇ ବସ୍ ଚଢ଼ି ଯାଇଛି। ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ବସ୍‌ଟିକୁ ଭଙ୍ଗାରୁଜା କରିଛନ୍ତି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି ଓ ଘଟଣାର ତଦନ୍ତ କରୁଛି।  

tyyy000

tyyy000

Tapaswini Nayak
  • Published: Wednesday, 13 February 2019
  • Updated: 13 February 2019, 02:46 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି।  ଜଣେ ଯୁବକଙ୍କ ଉପରେ ଏକ ଘରୋଇ ବସ୍ ଚଢ଼ି ଯାଇଛି। ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ଘଟିଛି।

bus999

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ବସ୍‌ଟିକୁ ଭଙ୍ଗାରୁଜା କରିଛନ୍ତି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି ଓ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story