ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା; ୧୨ ଗୁରୁତର

ବରଗଡ଼ (ଦୀପକ ଶର୍ମା): ବରଗଡ଼ ଜିଲ୍ଲା ଅମ୍ବାଭୋନା ଥାନା ସମୂରଧରଠାରେ ଏକ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତ ହେଉଛନ୍ତି ବସ୍‌ଯାତ୍ରୀ। ସେମାନଙ୍କୁ ଭଟଲୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ କେତେ ଜଣଙ୍କ ଅବସ୍ଥା ଗୁରୁତର ରହିଥିବାରୁ ସେମାନଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଛି। ବସ୍‌ଟି ଛତିଶଗଡ଼ର ସରିଆରୁ ବରଗଡ଼ ଅଭିମୁଖେ ଆସୁଥିବା ବେଳେ ଏ ଦୁର୍ଘଟଣା ଘଟିଥିଲା। ବସ୍‌ରେ ପ୍ରାୟ ୩୦ ଜଣ […]

bus-accident-in-boragardh

bus-accident-in-boragardh

Manoranjan Sial
  • Published: Friday, 17 May 2019
  • Updated: 17 May 2019, 06:15 PM IST

Sports

Latest News

ବରଗଡ଼ (ଦୀପକ ଶର୍ମା): ବରଗଡ଼ ଜିଲ୍ଲା ଅମ୍ବାଭୋନା ଥାନା ସମୂରଧରଠାରେ ଏକ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତ ହେଉଛନ୍ତି ବସ୍‌ଯାତ୍ରୀ। ସେମାନଙ୍କୁ ଭଟଲୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ କେତେ ଜଣଙ୍କ ଅବସ୍ଥା ଗୁରୁତର ରହିଥିବାରୁ ସେମାନଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଛି।

ବସ୍‌ଟି ଛତିଶଗଡ଼ର ସରିଆରୁ ବରଗଡ଼ ଅଭିମୁଖେ ଆସୁଥିବା ବେଳେ ଏ ଦୁର୍ଘଟଣା ଘଟିଥିଲା। ବସ୍‌ରେ ପ୍ରାୟ ୩୦ ଜଣ ଯାତ୍ରୀ ଥିଲେ। ଏହି ୧୨ ଜଣଙ୍କୁ ଛାଡ଼ି ଦେଲେ ଅନ୍ୟମାନେ ସମ୍ପୂର୍ଣ୍ଣ ସୁରକ୍ଷିତ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story