ବସ୍ ଦୁର୍ଘଟଣା ଗ୍ରସ୍ତ: ୧ ମୃତ, ୧୩ ଆହତ

ବାଲେଶ୍ୱର: କୋଲକାତାରୁ ପାରାଦୀପ ଯାଉଥିବା ଏକ ବସ୍ ବାଲେଶ୍ୱର ଜିଲ୍ଲା ବାମପଦାଠାରେ ଦୁର୍ଘଟଣାଗ୍ରସ୍ତ ହୋଇ ଜଣେ ଯାତ୍ରୀଙ୍କ ମୃତୁ୍ୟ ଘଟିଛି ଓ ୧୩ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ଭୋର ୫ଟା ବେଳେ ଏହି ଦୁର୍ଘଟଣା ଘଟିଛି ।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।