ବାଇକକୁ ପିଟିଲା ’ଚକାଡୋଳା’ ବସ୍‌

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ବଲାଙ୍ଗିର ଜିଲ୍ଲା ସୋନପୁର ରାଜରାସ୍ତାର ପୁଇଁନ୍ତଳା ନିକଟରେ ବସ୍‌  ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ସାତ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତକ ଜଣଙ୍କ ବାଇକ୍ ଆରୋହୀ ବୋଲି ଜଣାପଡ଼ିଛି। ତେବେ ତାଙ୍କର ପରିଚୟ ମିଳିନାହିଁ। ଆଜି ସକାଳେ ‘ଚକାଡୋଳା’ ନାମକ ଏକ ଘରୋଇ ବସ୍ ବଲାଙ୍ଗିର ଅଭିମୁଖେ ଯାଉଥିଲା। ତେବେ ପୁଇଁନ୍ତଳା […]

accident0

accident0

Tapaswini Nayak
  • Published: Tuesday, 07 January 2020
  • Updated: 07 January 2020, 01:34 PM IST

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ବଲାଙ୍ଗିର ଜିଲ୍ଲା ସୋନପୁର ରାଜରାସ୍ତାର ପୁଇଁନ୍ତଳା ନିକଟରେ ବସ୍‌  ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ସାତ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତକ ଜଣଙ୍କ ବାଇକ୍ ଆରୋହୀ ବୋଲି ଜଣାପଡ଼ିଛି। ତେବେ ତାଙ୍କର ପରିଚୟ ମିଳିନାହିଁ।

ଆଜି ସକାଳେ ‘ଚକାଡୋଳା’ ନାମକ ଏକ ଘରୋଇ ବସ୍ ବଲାଙ୍ଗିର ଅଭିମୁଖେ ଯାଉଥିଲା। ତେବେ ପୁଇଁନ୍ତଳା ନିକଟରେ ଏକ ବାଇକ୍‌ ସହ ବସ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ପରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସି ପଡ଼ିଥିଲା। ତୁରନ୍ତ ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story