ଟ୍ରକ୍‌କୁ ପଛରୁ ପିଟିଲା ବସ୍‌, ୧୬ ଗୁରୁତର

ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରିରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ସରକାରୀ ବସ୍‌ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମରେ ଏକ ଟ୍ରକ୍‌କୁ ପଛରୁ ଧକ୍କା ଦେବାରୁ ୧୬ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଗତକାଲି ସନ୍ଧ୍ୟାରେ ମାଲକାନଗିରିରୁ ଏହି ବସ୍‌ ୪୦ ଜଣ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱର ଅଭିମୁଖେ ବାହାରିଥିଲା। ବସ୍‌ଟି ଶ୍ରୀକାକୁଲମ ଦେଇ ଭୁବନେଶ୍ୱର ଯାଉଥିଲା। ରାତି ଶ୍ରୀକାକୁଲମରେ ଜାତୀୟ ରାଜପଥରେ ବସ୍‌ଟି ଦ୍ରୁତଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ତା’ ଆଗରେ ଯାଉଥିବା ଏକ ଟ୍ରକ୍‌ […]

bus

bus

Niharika Rout
  • Published: Saturday, 10 December 2022
  • Updated: 10 December 2022, 12:49 PM IST

ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରିରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ସରକାରୀ ବସ୍‌ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମରେ ଏକ ଟ୍ରକ୍‌କୁ ପଛରୁ ଧକ୍କା ଦେବାରୁ ୧୬ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।

ଗତକାଲି ସନ୍ଧ୍ୟାରେ ମାଲକାନଗିରିରୁ ଏହି ବସ୍‌ ୪୦ ଜଣ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱର ଅଭିମୁଖେ ବାହାରିଥିଲା। ବସ୍‌ଟି ଶ୍ରୀକାକୁଲମ ଦେଇ ଭୁବନେଶ୍ୱର ଯାଉଥିଲା। ରାତି ଶ୍ରୀକାକୁଲମରେ ଜାତୀୟ ରାଜପଥରେ ବସ୍‌ଟି ଦ୍ରୁତଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ତା’ ଆଗରେ ଯାଉଥିବା ଏକ ଟ୍ରକ୍‌ ପଛରେ ପିଟି ହୋଇଥିଲା। ଫଳର ବସ୍‌ର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଛି।

ଏହି ଦୁର୍ଘଟଣାରେ ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୧୬ ଜଣ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ପହଞ୍ଚି ପୁଲିସ୍‌କୁ ଖବର ଦେବାରୁ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇଥିଲା। ଗୁରୁତରଙ୍କୁ ପ୍ରଥମେ ଶ୍ରୀକାକୁଲମ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ କିଛି ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ଭାଇଜାକ୍‌ ପଠାଯାଇଛି।

ଏହି ଦୁର୍ଘଟଣାରେ ବସ୍‌ର ଡ୍ରାଇଭର ଓ ହେଲପରଙ୍କର ବିଶେଷ କ୍ଷତି ହୋଇ ନାହିଁ। ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story