ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲାର ବନ୍ଧମୁଣ୍ଡା ଛକରେ ଆଜି ସକାଳ ପ୍ରାୟ ଆଠଟା ବେଳେ ବସ୍ ଧକ୍କାରେ ଦୁଇ ଜଣ ସ୍କୁଲ୍ ପିଲା ଆହତ ହୋଇଛନ୍ତି। ଏହା ସହିତ ସେମାନଙ୍କ ମଧ୍ୟରୁ ଜଣଙ୍କ ମା’ ମଧ୍ୟ ଆହତ ହୋଇଛନ୍ତି।
ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଆହତ ଦୁଇ ଛାତ୍ରଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଟିକେ ଗୁରୁତର ରହିଛି। ତାଙ୍କ ନାଁ ଆର୍ଯ୍ୟନ୍। ତାଙ୍କୁ ଆଇସିୟୁରେ ରଖାଯାଇଛି। ଆହତ ମହିଳା ପୂଜା ତାଙ୍କ ମା’।
[caption id="attachment_272960" align="aligncenter" width="750"] ଟାୟାର ଜାଳି ଲୋକେ ରାସ୍ତା ଅବରୋଧ କରିଛନ୍ତି[/caption]
ଦୁର୍ଘଟଣା ଘଟାଇଥିବା ବସ୍କୁ ଉତ୍ତ୍ୟକ୍ତ ଲୋକେ ଭଙ୍ଗାରୁଜା କରିଛନ୍ତି।
ସ୍ଥାନୀୟ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଫଳରେ ବନ୍ଧମୁଣ୍ଡା ଓ ରାଉରକେଲାକୁ ଗାଡ଼ି ଚଳାଚଳ ବନ୍ଦ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମୁହଁ ଖୋଲିଲେ ବିଜେଡି ନେତ୍ରୀ ପୁଷ୍ପାଞ୍ଜଳି; କହିଲେ- ମୁଁ ଯଦି ନିଜ ରକ୍ଷା କରିପାରିନଥାନ୍ତି, ତାହାହେଲେ ମୋ’ ଶାଢୀ ଖୋଲି ଯାଇଥାଆନ୍ତା
ଶଙ୍ଖ ଭବନରେ ଘଟିଥିବର ମାଡ଼ ଘଟଣାକୁ ନେଇ ଭୁବନେଶ୍ୱର ଜୋନ ମହିଳା ବିଜେଡି କାର୍ଯ୍ୟକାରୀ ସଭାନେତ୍ରୀ ପୁଷ୍ପାଞ୍ଜଳି ରଣା କହିଛନ୍ତି, ମୁଁ ଆଗେ ପ୍ରଥମେ ମାଡ଼ ମାରିନି। ଯାହା ଭିଡ଼ିଓରେ ଦେଖାଯାଉଛି, ତାହା ପୂର୍ବରୁ ନିଶ୍ଚିତ କିଛି ଘଟିଥିବ। ଗତ ୨୦ ବର୍ଷ ହେଲା ଜଣେ ମହିଳା ଯଦି ପାଟି ଫିଟାଇନଥିଲା, ଆଜି କାହିଁକି ଫିଟାଇଲା?
Accident
ବିଲ ମଝିରେ ଜଳିଗଲେ ଚାଷୀ
ବିଜୁଳି ବିଭାଗର ଖାମ ଖିଆଲି ନୀତି ପାଇଁ ପ୍ରମୋଦଙ୍କ ଜୀବନ ଯାଇଥିବା ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି।
Crime
ARIଙ୍କୁ ବାନ୍ଧିଲା ଭିଜିଲାନ୍ସ
ଗତକାଲି ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ARI ସୁରେନ୍ଦ୍ର କୁମାରଙ୍କ ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଇଥିଲା।
Crime
ଧୂର୍ତ୍ତ ASI: ଗ୍ରାମରକ୍ଷୀଙ୍କୁ ଫସାଇ ଭିଜିଲାନ୍ସ ପଞ୍ଝାରୁ ମାରିଲେ ଚମ୍ପଟ
ଭିଜିଲାନ୍ସ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କୁ ଅଟକ ରଖିବା ସହ ASIଙ୍କୁ ଖୋଜୁଛି ଭିଜିଲାନ୍ସ।