ରାସ୍ତା ତଳକୁ ଓଲଟି ପଡ଼ିଲା ବସ୍‌

ନବରଙ୍ଗପୁର(ଓଡ଼ିଶା ରିପୋର୍ଟର): ନବରଙ୍ଗପୁର ଜିଲ୍ଲା ଇନ୍ଦ୍ରାବତୀ ବ୍ରିଜ୍‌ ନିକଟରେ ଏକ ବସ୍‌ ଆଜି ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଛି। ଏଥିରେ ୭ ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତ ଆହତ ଯାତ୍ରୀଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଦୁଇ ଜଣ ଯାତ୍ରୀଙ୍କୁ କୋରାପୁଟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ଉଦ୍ଧାର କରିଥିଲେ। ପୁଲିସ୍‌ ଘଟଣାର ତଦନ୍ତ […]

bus1

bus1

Jitendra Garnayak
  • Published: Saturday, 06 October 2018
  • Updated: 06 October 2018, 02:13 PM IST

Sports

Latest News

ନବରଙ୍ଗପୁର(ଓଡ଼ିଶା ରିପୋର୍ଟର): ନବରଙ୍ଗପୁର ଜିଲ୍ଲା ଇନ୍ଦ୍ରାବତୀ ବ୍ରିଜ୍‌ ନିକଟରେ ଏକ ବସ୍‌ ଆଜି ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଛି।

ଏଥିରେ ୭ ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି।

bbbusସମସ୍ତ ଆହତ ଯାତ୍ରୀଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଦୁଇ ଜଣ ଯାତ୍ରୀଙ୍କୁ କୋରାପୁଟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ଉଦ୍ଧାର କରିଥିଲେ। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

bus3ବସ୍‌ଟି ନବରଙ୍ଗପୁରରୁ ଜୟପୁର ଅଭିମୁଖେ ଯାଉଥିଲା। ବସ୍‌ରେ ୪୫ରୁ ଅଧିକ ଯାତ୍ରୀ ଥିଲେ।

କିଛି ଯାତ୍ରୀ କହିଛନ୍ତି ଯେ ଡ୍ରାଇଭର୍‌ ଭାରି ଅନ୍ୟମନସ୍କ ହୋଇ ଗାଡ଼ି ଚଳାଉଥିଲେ।

https://youtu.be/lLmGNBLhVqQ

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story