Advertisment

ସହିଦ ଯବାନଙ୍କୁ ବସ୍‌ ମାଲିକଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୁଲଓ୍ୱାମା ଆତଙ୍କବାଦୀ ଆକ୍ରମଣରେ ସହିଦ ସିଆରପିଏଫ୍ ଯବାନଙ୍କୁ ଭୁବନେଶ୍ୱର ବସ୍‌ ମାଲିକ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରେ ସହିଦଙ୍କ ଉଦ୍ଦେଶ୍ୟରେ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା କରାଯାଇଥିଲା। ଏହି ଶୋଭାଯାତ୍ରାରେ ମାଲିକ ସଂଘର ସମସ୍ତ କର୍ମଚାରୀ ଯୋଗ ଦେଇଥିଲେ। ଆତଙ୍କବାଦୀ ଆକ୍ରମଣକୁ ସଂଘ ପକ୍ଷରୁ ନିନ୍ଦା କରାଯିବା ସହ ପାକିସ୍ତାନ ବିରୋଧୀ ନାରା ଦିଆଯାଇଥିଲା। ଏହାସହ ଓଡ଼ିଶାର ଦୁଇ ସହିଦଙ୍କ ପରିବାରକୁ ସଂଘ ପକ୍ଷରୁ ସହାୟତା ପ୍ରଦାନ କରାଯିବା ନେଇ […]

ଅଦ୍ୟତନ ହୋଇଛି
ସହିଦ ଯବାନଙ୍କୁ ବସ୍‌ ମାଲିକଙ୍କ ଶ୍ରଦ୍ଧାଞ୍ଜଳି

bbsr

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୁଲଓ୍ୱାମା ଆତଙ୍କବାଦୀ ଆକ୍ରମଣରେ ସହିଦ ସିଆରପିଏଫ୍ ଯବାନଙ୍କୁ ଭୁବନେଶ୍ୱର ବସ୍‌ ମାଲିକ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରେ ସହିଦଙ୍କ ଉଦ୍ଦେଶ୍ୟରେ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା କରାଯାଇଥିଲା। ଏହି ଶୋଭାଯାତ୍ରାରେ ମାଲିକ ସଂଘର ସମସ୍ତ କର୍ମଚାରୀ ଯୋଗ ଦେଇଥିଲେ।

Advertisment

ଆତଙ୍କବାଦୀ ଆକ୍ରମଣକୁ ସଂଘ ପକ୍ଷରୁ ନିନ୍ଦା କରାଯିବା ସହ ପାକିସ୍ତାନ ବିରୋଧୀ ନାରା ଦିଆଯାଇଥିଲା। ଏହାସହ ଓଡ଼ିଶାର ଦୁଇ ସହିଦଙ୍କ ପରିବାରକୁ ସଂଘ ପକ୍ଷରୁ ସହାୟତା ପ୍ରଦାନ କରାଯିବା ନେଇ ସୂଚନା ଦିଆଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe