ଚାଲି ଚାଲି ଯାଉଥିବା ବେଳେ ପିଟି ଦେଲା ବସ୍‌

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଜୁନାଗଡ଼-କଲମପୁର ରାସ୍ତାର ଭତ୍ରାଗଡ଼ା ଛକରେ ବସ୍ ଧକ୍କାରେ ଜଣେ ପଥଚାରୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ହେମରାଜ ପୁଝାରୀ। ସେ ଭତ୍ରାଗଡ଼ାକୁ ଯାଉଥିବା ବେଳେ କଲମପୁର ପଟୁ ଆସୁଥିବା ‘ସନ୍ତୋଷୀ’ ନାମକ ଏକ ଘରୋଇ ବସ୍‌ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଆଜି ସକାଳେ ଏହି ଦୁର୍ଘଟଣା ଘଟିଥିଲା। ହେମରାଜ ଜଣେ ଦିନ ମଜୁରିଆ। ସେ ରାତିରେ କାମ ସାରି ଜୁନାଗଡ଼ରୁ ଫେରୁଥିଲେ। […]

road

road

Jitendra Garnayak
  • Published: Sunday, 16 June 2019
  • Updated: 16 June 2019, 10:53 AM IST

Sports

Latest News

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଜୁନାଗଡ଼-କଲମପୁର ରାସ୍ତାର ଭତ୍ରାଗଡ଼ା ଛକରେ ବସ୍ ଧକ୍କାରେ ଜଣେ ପଥଚାରୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ହେମରାଜ ପୁଝାରୀ।

ସେ ଭତ୍ରାଗଡ଼ାକୁ ଯାଉଥିବା ବେଳେ କଲମପୁର ପଟୁ ଆସୁଥିବା ‘ସନ୍ତୋଷୀ’ ନାମକ ଏକ ଘରୋଇ ବସ୍‌ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଆଜି ସକାଳେ ଏହି ଦୁର୍ଘଟଣା ଘଟିଥିଲା।

ହେମରାଜ ଜଣେ ଦିନ ମଜୁରିଆ। ସେ ରାତିରେ କାମ ସାରି ଜୁନାଗଡ଼ରୁ ଫେରୁଥିଲେ।

ଦୁର୍ଘଟଣା ପରେ ଭତ୍ରାଗଡ଼ା ଛକରେ ଉତ୍ତେଜନା ଦେଖାଦେଇଛି। କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ମୃତଦେହ ରଖି ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଜୁନାଗଡ଼ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଳୋକଙ୍କୁ ବୁଝାସୁଝା କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story