Advertisment

ବଢ଼ିଲା ବସ୍ ଭଡ଼ା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଗାତାର ପେଟ୍ରୋଲ ଓ ଡିଜେଲ ଦର ବଢ଼ି ଚାଲିଥିବା ବେଳେ ଆଜି ବସ୍ ଭଡ଼ା ବଢ଼ାଇଛନ୍ତି ରାଜ୍ୟ  ସରକାର। କି.ମି ପିଛା ୨ରୁ ୪ ପଇସା ବଢ଼ିଛି ବସ୍ ଭଡ଼ା। ରାଜ୍ୟ ଘରୋଇ ବସ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ମୁତାବକ, ଅର୍ଡିନାରୀ ବସ୍ ଭଡ଼ା କିମି ପିଛା ୭୦ରୁ ୭୨ ପଇସାକୁ ବୃଦ୍ଧି ପାଇଛି। ସେହିପରି ଏକ୍ସପ୍ରେସ ବସ୍ ଭଡ଼ା ୭୩ରୁ ୭୫ ପଇସାକୁ ବଢ଼ିଛି। ଡିଲକ୍ସ ବସ୍ ଭଡ଼ା […]

ସ୍ପଷ୍ଟୀକରଣ ଦେଲେ ରାଜ୍ୟ ପରିବହନ କର୍ତ୍ତୃପକ୍ଷ, ‘ବଢ଼ିନି ବସ୍‌ ଭଡ଼ା’

bus

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଗାତାର ପେଟ୍ରୋଲ ଓ ଡିଜେଲ ଦର ବଢ଼ି ଚାଲିଥିବା ବେଳେ ଆଜି ବସ୍ ଭଡ଼ା ବଢ଼ାଇଛନ୍ତି ରାଜ୍ୟ  ସରକାର। କି.ମି ପିଛା ୨ରୁ ୪ ପଇସା ବଢ଼ିଛି ବସ୍ ଭଡ଼ା।

Advertisment

ରାଜ୍ୟ ଘରୋଇ ବସ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ମୁତାବକ, ଅର୍ଡିନାରୀ ବସ୍ ଭଡ଼ା କିମି ପିଛା ୭୦ରୁ ୭୨ ପଇସାକୁ ବୃଦ୍ଧି ପାଇଛି। ସେହିପରି ଏକ୍ସପ୍ରେସ ବସ୍ ଭଡ଼ା ୭୩ରୁ ୭୫ ପଇସାକୁ ବଢ଼ିଛି। ଡିଲକ୍ସ ବସ୍ ଭଡ଼ା ପୂର୍ବରୁ ୧ଟଙ୍କା ୧ ପଇସା ଥିବା ବେଳେ ଏବେ ୧ ଟଙ୍କା ୫ ପଇସାକୁ ବୃଦ୍ଧି ପାଇଛି। ଏସି ଡିଲକ୍ସ ୧ ଟଙ୍କା ୨୩ ପଇସା ଥିବା ବେଳେ ୧ ଟଙ୍କା ୨୭ ପଇସାକୁ ବୃଦ୍ଧି ପାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe