ବ୍ୟାସନଗର ପୌରାଧ୍ୟକ୍ଷା ସବିତା ରାଉତ ବିଜେଡିରୁ ନିଲମ୍ବିତ

ଭୁବନେଶ୍ୱର: ଯାଜପୁର ଜିଲ୍ଲା ବ୍ୟାସନଗର ପୌରାଧ୍ୟକ୍ଷା ସବିତା ରାଉତଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଦଳର ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ନିଲମ୍ବନ କରିଛନ୍ତି। ବିଜେଡି ସାଧାରଣ ସଂପାଦକ ଦେବୀ ପ୍ରସାଦ ମିଶ୍ର ଏକ ପ୍ରେସ୍ ବିଜ୍ଞପ୍ତି ଜରିଆରେ ଏହି ସୂଚନା ଦେଇଛନ୍ତି।

poura-sadan

Rakesh Mallick
  • Published: Wednesday, 28 December 2016
  • , Updated: 28 December 2016, 11:05 PM IST

Related story