ଆସନ୍ତାକାଲି ମନ୍ତ୍ରିମଣ୍ଡଳ ଓ ମନ୍ତ୍ରିପରିଷଦ ବୈଠକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ମନ୍ତ୍ରିମଣ୍ଡଳ ଓ ମନ୍ତ୍ରିପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହେବ। ମନ୍ତ୍ରିପରିଷଦ ବୈଠକରେ ୨୦୨୦-୨୧ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ଚିଠା ବଜେଟକୁ ଅନୁମୋଦନ ମିଳିବାର କାର୍ଯ୍ୟକ୍ରମ ରହିଥିବାବେଳେ ମନ୍ତ୍ରିମଣ୍ଡଳ ବୈଠକରେ ୧୮ଟି ପ୍ରସ୍ତାବ ସାମିଲ ଅଛି। ମିଳିଥିବା ସୂଚନା ଅନୁସାରେ, ଆସନ୍ତା ୨୦ତାରିଖରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେଉଥିବା ତଥା ସେହିଦିନ ପ୍ରଥମ ଅତିରିକ୍ତ ବଜେଟ୍ ଆଗତ ହେବାର କାର୍ଯ୍ୟସୂଚୀ […]

council

council

Ranjit Kumar Jena
  • Published: Wednesday, 11 November 2020
  • Updated: 11 November 2020, 09:27 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ମନ୍ତ୍ରିମଣ୍ଡଳ ଓ ମନ୍ତ୍ରିପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହେବ। ମନ୍ତ୍ରିପରିଷଦ ବୈଠକରେ ୨୦୨୦-୨୧ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ଚିଠା ବଜେଟକୁ ଅନୁମୋଦନ ମିଳିବାର କାର୍ଯ୍ୟକ୍ରମ ରହିଥିବାବେଳେ ମନ୍ତ୍ରିମଣ୍ଡଳ ବୈଠକରେ ୧୮ଟି ପ୍ରସ୍ତାବ ସାମିଲ ଅଛି।

ମିଳିଥିବା ସୂଚନା ଅନୁସାରେ, ଆସନ୍ତା ୨୦ତାରିଖରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେଉଥିବା ତଥା ସେହିଦିନ ପ୍ରଥମ ଅତିରିକ୍ତ ବଜେଟ୍ ଆଗତ ହେବାର କାର୍ଯ୍ୟସୂଚୀ ରହିଥିବାରୁ ଆସନ୍ତାକାଲି ମନ୍ତ୍ରିପରିଷଦ ବୈଠକରେ ଏହାକୁ ଅନୁମୋଦନ ମିଳିବ।

ସେହିପରି ମନ୍ତ୍ରିମଣ୍ଡଳ ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଶିଳ୍ପ ବିଭାଗ, ପୂର୍ତ୍ତ ବିଭାଗ, ସଂସଦୀୟ ବ୍ୟାପାର ଓ ସାଧାରଣ ପ୍ରଶାସନ ବିଭାଗର ପ୍ରାୟ ୧୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି। ସ୍ୱାସ୍ଥ୍ୟ ବିଭାଗର ଅଧିକାଂଶ ପ୍ରସ୍ତାବ ସରକାରୀ କର୍ମଚାରୀଙ୍କ ଚାକିରି ସର୍ତ୍ତାବଳୀ ନିର୍ଦ୍ଧାରଣ ଓ ସଂଶୋଧନ ହୋଇଥିବାବେଳେ ରାଜସ୍ୱ ବିଭାଗ ପକ୍ଷରୁ ବିଭିନ୍ନ ସଂସ୍ଥାକୁ ସରକାରୀ ଜମି ପ୍ରଦାନ ନେଇ କ୍ୟାବିନେଟର ଅନୁମୋଦନ ଲୋଡ଼ାଯିବ ବୋଲି ଜଣାପଡ଼ିଛି।

ମନ୍ତ୍ରୀମାନେ ନିଜ ନିଜ ଜିଲ୍ଲାର ମୁଖ୍ୟାଳୟ ଓ ଭୁବନେଶ୍ୱରରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନର କନଫରେନ୍ସ ହଲରୁ ଏହି ମନ୍ତ୍ରିପରିଷଦ ଓ ମନ୍ତ୍ରିମଣ୍ଡଳ ବୈଠକରେ ସାମିଲ ହେବେ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ, ମନ୍ତ୍ରିପରିଷଦ ବୈଠକ ଅପରାହ୍ନ ୫ଟା ଓ ମନ୍ତ୍ରିମଣ୍ଡଳ ବୈଠକ ଅପରାହ୍ନ ସାଢ଼େ ୫.୧୫ରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story