୮୯ଟି ବହୁମୁଖୀ ଇନଡୋର ଷ୍ଟାଡ଼ିୟମ ନିର୍ମାଣକୁ କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଂଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲାରେ ୮୯ଟି ବହୁମୁଖୀ ଇନଡୋର ଷ୍ଟାଡ଼ିୟମ ନିର୍ମାଣ ସମେତ ମୋଟ ୧୬ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଥିବା ଜଣାପଡ଼ିଛି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମୋଡରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୮୯ଟି ବହୁମୁଖୀ ଇନଡୋର ଷ୍ଟାଡ଼ିୟମ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ଇନଡୋର ଷ୍ଟାଡ଼ିୟମକୁ କ୍ରୀଡ଼ା, ବିପର୍ଯ୍ୟୟ ଆଶ୍ରୟସ୍ଥଳ ଓ ଚିକିତ୍ସାଳୟ ଉପଯୋଗୀ କରାଯିବ। ଏଥିପାଇଁ ୬୯୩.୩୫ […]

Indoor Stadium

Indoor Stadium

Ordigital Desk
  • Published: Monday, 09 August 2021
  • Updated: 09 August 2021, 07:03 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଂଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲାରେ ୮୯ଟି ବହୁମୁଖୀ ଇନଡୋର ଷ୍ଟାଡ଼ିୟମ ନିର୍ମାଣ ସମେତ ମୋଟ ୧୬ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଥିବା ଜଣାପଡ଼ିଛି।

ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମୋଡରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୮୯ଟି ବହୁମୁଖୀ ଇନଡୋର ଷ୍ଟାଡ଼ିୟମ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ଇନଡୋର ଷ୍ଟାଡ଼ିୟମକୁ କ୍ରୀଡ଼ା, ବିପର୍ଯ୍ୟୟ ଆଶ୍ରୟସ୍ଥଳ ଓ ଚିକିତ୍ସାଳୟ ଉପଯୋଗୀ କରାଯିବ। ଏଥିପାଇଁ ୬୯୩.୩୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ଓ ୧୮ମାସ ମଧ୍ୟରେ ଏହା ସମ୍ପୂର୍ଣ୍ଣ କରାଯିବ। ରାଜ୍ୟରେ କ୍ରୀଡ଼ା ବିକାଶ କ୍ଷେତ୍ରରେ ଏହା ଏକ ବଳିଷ୍ଟ ପଦଷକ୍ଷପ ହେବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।

‘ରାଜ୍ୟ କ୍ରୀଡ଼ା ଭିତ୍ତିଭୂମି ବିକାଶ ପ୍ରକଳ୍ପ’ ଅଧୀନରେ ଏହି ୮୯ଟି ବହୁମୁଖୀ ଇନଡୋର ଷ୍ଟାଡ଼ିୟମ ନିର୍ମାଣ କରାଯିବା ପାଇଁ ଯୋଜନା ରହିଛି। ଯେଉଁ ଜିଲ୍ଲାରେ ଏଭଳି ଇନଡୋର ଷ୍ଟାଡ଼ିୟମ ନାହିଁ ସେଠାରେ ଏହା ନିର୍ମାଣ କରାଯିବ। ଏହି ଷ୍ଟାଡ଼ିୟମଗୁଡ଼ିକର କୋଠା ନିର୍ମାଣ ଏଭଳି ହେବ , ଯାହାକି ଘଣ୍ଟାପ୍ରତି ୨୦୦କିମି ବେଗରେ ପବନକୁ ସହ୍ୟ କରିପାରୁଥିବ। ଏହାକୁ ମହାବାତ୍ୟା ଓ ବନ୍ୟା ଆଦି ସମୟରେ ଆଶ୍ରୟସ୍ଥଳୀ ଭାବେ ବ୍ୟବହାର କରାଯିବ। ମହାମାରୀ ସମୟରେ ଏନଏସି ଅଂଚଳରେ ଥିବା ଷ୍ଟାଡ଼ିୟମଗୁଡ଼ିକରେ ୫୦ ବେଡ୍ ବିଶିଷ୍ଟ ମେଡିକାଲ ଓ ପୌରାଂଚଳରେ ୧୦୦ଗୋଟି ବେଡ୍ ବିଶିଷ୍ଟ ମେଡିକାଲ ଭାବେ ବିକଶିତ କରିବାର ଭିତ୍ତିଭୂମି ମଧ୍ୟ ରହିବ। ଏସବୁ ବ୍ୟତୀତ ତାଲିମ କାର୍ଯ୍ୟକ୍ରମ, ସଭା, ପରୀକ୍ଷା କେନ୍ଦ୍ର ଆଦି କାର୍ଯ୍ୟ ପାଇଁ ମଧ୍ୟ ଏହି ଷ୍ଟାଡ଼ିୟମ ନିର୍ମାଣ ଅତ୍ୟନ୍ତ ଉପଯୋଗୀ ହୋଇପାରିବ ତଥା ଏହା ଦ୍ୱାରା ଓଡ଼ିଶାରେ କ୍ରୀଡ଼ା ବିକାଶର ଧାରା ଅଧିକ ସୁଦୃଢ଼ ହେବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ ଗତ କିଛି ସପ୍ତାହ ଧରି ବିଭିନ୍ନ ଜିଲ୍ଲାର ଜନପ୍ରତିନିଧିମାନଙ୍କ ସହ ଆଲୋଚନାବେଳେ ଏହି ବହୁମୁଖୀ ଇନଡୋର ଷ୍ଟାଡ଼ିୟମ ନିର୍ମାଣ ପାଇଁ ପ୍ରସ୍ତାବକୁ ସବୁଜ ସଙ୍କେତ ଦେଇଥିଲ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story