ଆଜି କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ସକାଳ ୯ଟା ୪୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ବିଧାନସଭାରେ ବଜେଟ୍ ଅଧିବେଶନ ଚାଲିଥିବାରୁ ଆଜିର ବୈଠକରେ ବହୁ ଗୁରତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ। ଏହାଛଡ଼ା କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ମଧ୍ୟ ନିଷ୍ପତ୍ତି ନେଇ ପାରନ୍ତି ସରକାର।

lokseva-bhawan-1

lokseva-bhawan-1

Tapaswini Nayak
  • Published: Monday, 17 February 2020
  • Updated: 17 February 2020, 11:28 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ସକାଳ ୯ଟା ୪୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ବିଧାନସଭାରେ ବଜେଟ୍ ଅଧିବେଶନ ଚାଲିଥିବାରୁ ଆଜିର ବୈଠକରେ ବହୁ ଗୁରତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ। ଏହାଛଡ଼ା କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ମଧ୍ୟ ନିଷ୍ପତ୍ତି ନେଇ ପାରନ୍ତି ସରକାର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos