ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ । ସନ୍ଧ୍ୟା ୬ଟା ୪୫ ମିନିଟରେ ଭିଡିଓ କନଫରେନ୍ସିଂରେ ଏହି ବୈଠକ ହେବାର ଅଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରେ ଅଧ୍ୟକ୍ଷତା କରିବେ ବୋଲି ଜଣାଯାଇଛି। ଏହି ବୈଠକରେ ମୋଟ ୧୦ଟି ପ୍ରସ୍ତାବକୁ ମଂଜୁରୀ ମିଳିପାରେ । ଫୁଲବାଣୀ ଓ କୋରାପୁଟରେ ଗୋଟିଏ ଲେଖାଏଁ ମେଡିକାଲ କଲେଜ ସ୍ଥାପନ ନିମନ୍ତେ ପ୍ରସ୍ତାବ ରହିଛି  । ଏହି ମେଡିକାଲ କଲେଜର ଭିତ୍ତିଭୂମି ଓ ଆନୁଷଙ୍ଗିକ […]

CM Naveen Patnaik

CM Naveen Patnaik

Niharika Rout
  • Published: Wednesday, 09 December 2020
  • Updated: 09 December 2020, 09:14 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ । ସନ୍ଧ୍ୟା ୬ଟା ୪୫ ମିନିଟରେ ଭିଡିଓ କନଫରେନ୍ସିଂରେ ଏହି ବୈଠକ ହେବାର ଅଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରେ ଅଧ୍ୟକ୍ଷତା କରିବେ ବୋଲି ଜଣାଯାଇଛି। ଏହି ବୈଠକରେ ମୋଟ ୧୦ଟି ପ୍ରସ୍ତାବକୁ ମଂଜୁରୀ ମିଳିପାରେ ।

ଫୁଲବାଣୀ ଓ କୋରାପୁଟରେ ଗୋଟିଏ ଲେଖାଏଁ ମେଡିକାଲ କଲେଜ ସ୍ଥାପନ ନିମନ୍ତେ ପ୍ରସ୍ତାବ ରହିଛି  । ଏହି ମେଡିକାଲ କଲେଜର ଭିତ୍ତିଭୂମି ଓ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ହଜାରେ କୋଟି ଟଙ୍କାର ବ୍ୟବସ୍ଥା କରାଯିବ ବୋଲି ଜଣାପଡ଼ିଛି । ସେହିପରି ବରଗଡ଼ ଜିଲ୍ଲାର ୨ଟି ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ ଅନୁମୋଦନ କରିବାର ସମ୍ଭାବନା ଅଛି। ଏହାର ବଜେଟ ପ୍ରାୟ ହଜାରେ କୋଟି ଟଙ୍କା ହେବ ବୋଲି ଜଣାଯାଇଛି ।  ଏହାବ୍ୟତୀତ କ୍ୟାବିନେଟ ବୈଠକରେ ସ୍ୱାସ୍ଥ୍ୟ, ଜଳସଂପଦ ବିଭାଗର ଆଉ କେତେକ ପ୍ରସ୍ତାବ ମଧ୍ୟ ଆସିବାର ଅଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story