ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସମୟରେ ସ୍ୱାସ୍ଥ୍ୟ ସଚେତନତା ନେଇ ଡାକ୍ତରଙ୍କ ପରାମର୍ଶ। କ୍ୟାନସର ସ୍ପେଶାଲିଷ୍ଟ ଡାକ୍ତର ସୁରେନ୍ଦ୍ର ସେନାପତିଙ୍କ ପରାମର୍ଶ। କ୍ୟାନସର ରୋଗୀଙ୍କ ରୋଗ ପ୍ରତିରୋଧକ ଶକ୍ତି ବହୁତ କମ ରହିଥାଏ। କ୍ୟାନସର ରୋଗୀଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ହେବା ସମ୍ଭାବନା ବେଶୀ ରହିଛି। କରୋନା ଲକ୍ଷଣହୀନ କ୍ୟାନସର ରୋଗୀ ହୋମ୍ ଆଇସୋଲେସନରେ ରହିପାରିବେ। କେମୋ ନେଲା ବେଳେ କରୋନା ହେଲେ କେମୋ ନିଆଯାଇପାରିବ। ଅତି ଜରୁରୀ ଆବଶ୍ୟକତା ନଥିଲେ କେମୋ ଥେରାପି ଘୁଞ୍ଚାଯାଇପାରିବ। କରୋନା ଭୟରେ କ୍ୟାନସର ରୋଗୀ ଅଧାରୁ ଚିକିତ୍ସା ବନ୍ଦ କରନ୍ତୁନି। ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲରେ କ୍ୟାନସର ରୋଗୀ କେମୋ ନେଇପାରିବେ। ଚିକିତ୍ସା ବନ୍ଦ କଲେ ଅବସ୍ଥା ବିଗିଡ଼ିବ। ରୋଗୀ ଅବସ୍ଥା ୩ୟ ବା ୪ର୍ଥ ସ୍ତରକୁ ରୋଗୀ ଯାଇପାରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।