‘କ୍ୟାପିଟାଲ୍‌ ହସ୍ପିଟାଲ୍‌ କାର୍ଡିଓଲୋଜି ବିଭାଗକୁ ସମ୍ପ୍ରସାରଣ କରାଯିବ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲ କାର୍ଡିଓଲୋଜି ବିଭାଗକୁ ଅଧିକ କ୍ରିୟାଶୀଳ କରାଯିବ। ଏ ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକରେ ବସିଛି। କାର୍ଡିଓଲୋଜି ବିଭାଗରେ ଦିନକୁ ଦିନ ରୋଗୀ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାର ସଂପ୍ରସାରଣ ଜରୁରୀ ହୋଇପଡ଼ିଛି। ଏଥିପାଇଁ ଆବଶ୍ୟକ ସଂଖ୍ୟକ ଭେଣ୍ଟିଲେଟର, କ୍ୟାଥଲାବ୍, ଇକୋ ମେସିନ୍‌ ବ୍ୟବସ୍ଥା କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ସେହିପରି କ୍ୟାପିଟାଲ ହସ୍ପିଟାଲରେ ପ୍ରସୂତିଙ୍କ ସଂଖ୍ୟା ବଢୁଥିବାରୁ ସମସ୍ତଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇବା ଉଦ୍ଦେଶ୍ୟରେ […]

naba0

naba0

Manoranjan Sial
  • Published: Thursday, 04 June 2020
  • Updated: 04 June 2020, 07:10 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲ କାର୍ଡିଓଲୋଜି ବିଭାଗକୁ ଅଧିକ କ୍ରିୟାଶୀଳ କରାଯିବ। ଏ ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକରେ ବସିଛି। କାର୍ଡିଓଲୋଜି ବିଭାଗରେ ଦିନକୁ ଦିନ ରୋଗୀ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାର ସଂପ୍ରସାରଣ ଜରୁରୀ ହୋଇପଡ଼ିଛି। ଏଥିପାଇଁ ଆବଶ୍ୟକ ସଂଖ୍ୟକ ଭେଣ୍ଟିଲେଟର, କ୍ୟାଥଲାବ୍, ଇକୋ ମେସିନ୍‌ ବ୍ୟବସ୍ଥା କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି।

ସେହିପରି କ୍ୟାପିଟାଲ ହସ୍ପିଟାଲରେ ପ୍ରସୂତିଙ୍କ ସଂଖ୍ୟା ବଢୁଥିବାରୁ ସମସ୍ତଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇବା ଉଦ୍ଦେଶ୍ୟରେ ୨୦୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ହସ୍ପିଟାଲ ପ୍ରତିଷ୍ଠା ଉପରେ ଗୁରୁତ୍ୱ ଦିଆଯାଇଛି। ଏଥିସହ ଦୁର୍ଘଟଣାଗ୍ରସ୍ତଙ୍କ ଜରୁରୀକାଳୀନ ଚିକିତ୍ସା ପାଇଁ ଟ୍ରମା କେୟାର ସେଣ୍ଟର ପ୍ରତିଷ୍ଠା ଦିଗରେ ମଧ୍ୟ ଗୁରୁତ୍ୱ ଦିଆଯାଉଥିବା ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story