ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲ କାର୍ଡିଓଲୋଜି ବିଭାଗକୁ ଅଧିକ କ୍ରିୟାଶୀଳ କରାଯିବ। ଏ ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକରେ ବସିଛି। କାର୍ଡିଓଲୋଜି ବିଭାଗରେ ଦିନକୁ ଦିନ ରୋଗୀ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାର ସଂପ୍ରସାରଣ ଜରୁରୀ ହୋଇପଡ଼ିଛି। ଏଥିପାଇଁ ଆବଶ୍ୟକ ସଂଖ୍ୟକ ଭେଣ୍ଟିଲେଟର, କ୍ୟାଥଲାବ୍, ଇକୋ ମେସିନ୍ ବ୍ୟବସ୍ଥା କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି।
ସେହିପରି କ୍ୟାପିଟାଲ ହସ୍ପିଟାଲରେ ପ୍ରସୂତିଙ୍କ ସଂଖ୍ୟା ବଢୁଥିବାରୁ ସମସ୍ତଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇବା ଉଦ୍ଦେଶ୍ୟରେ ୨୦୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ହସ୍ପିଟାଲ ପ୍ରତିଷ୍ଠା ଉପରେ ଗୁରୁତ୍ୱ ଦିଆଯାଇଛି। ଏଥିସହ ଦୁର୍ଘଟଣାଗ୍ରସ୍ତଙ୍କ ଜରୁରୀକାଳୀନ ଚିକିତ୍ସା ପାଇଁ ଟ୍ରମା କେୟାର ସେଣ୍ଟର ପ୍ରତିଷ୍ଠା ଦିଗରେ ମଧ୍ୟ ଗୁରୁତ୍ୱ ଦିଆଯାଉଥିବା ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଆଶ୍ରମ ବିଦ୍ୟାଳୟରୁ ଛାତ୍ର ନିଖୋଜ, ୬ ଦିନ ହେଲା ମିଳୁନି ପତ୍ତା
ଘଟଣା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ମ୍ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଛାତ୍ରଙ୍କ ପରିବାର।
Miscellaneous
ବନ୍ଧା ପଡ଼ିଛି ଦାଦନ, ଚର୍ଚ୍ଚାରେ ପୁଲିସର ଡବଲ୍ ରୋଲ
ଝିଅକୁ ସେଠାରୁ ଉଦ୍ଧାର ପାଇଁ ମା’ ଜୟନ୍ତୀ ଏବେ ସମସ୍ତଙ୍କୁ ଆକୁଳ ନିବେଦନ କରିଛନ୍ତି।
Miscellaneous
ଏବେ 'ଟୁଇନ୍ ସିଟି' ନୁହେଁ, 'ଟ୍ରାଇ ସିଟି'ର ବିକାଶ କରିବେ ସରକାର
ପୁରୀ, କଟକ ଓ ଭୁବନେଶ୍ୱରକୁ ନେଇ ଟ୍ରାଇ ସିଟି ଗଠନ କରାଯିବ। ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଦୂର ପାଇଁ ନିର୍ମାଣ ହେବ ଅଧିକ ନୂଆ ରିଂ ରୋଡ୍ ଏବଂ ଓଭର ବ୍ରିଜ।
Events & Festivals
କଂସ ଦେଲେ ନିର୍ଦ୍ଦେଶ, ଧନୁଯାତ୍ରା ମଞ୍ଚରେ ଗୀତ ଗାଇଲେ ସିଦ୍ଧାନ୍ତ: ଦେଖନ୍ତୁ ଭିଡିଓ
କଂସ ମହାରାଜଙ୍କ ନିର୍ଦ୍ଦେଶରେ ସେ ଦୁଇଟି ଗୀତ ଗାଇବା ସହ ଗୋଟିଏ ଫିଲ୍ମର ଡାଏଲଗ ସମସ୍ତଙ୍କୁ ଶୁଣାଇଥିଲେ।
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?